ଲକ୍ଷ୍ନୌ: ଆଇପିଏଲ ୨୦୨୨ ସଂସ୍କରଣରେ ସାମିଲ ହୋଇଥିବା ଲକ୍ଷ୍ନୌ ଫ୍ରାଂଚାଇଜ ସୋମବାର ଏହାର ଟିମର ନାମକରଣ କରିଛି । ଏହାର ନାମ ଲକ୍ଷ୍ନୌ ସୁପର ଜ୍ୟାଂଟସ ରଖାଯାଇଛି । ଅଫିସିଆଲ ଭାବେ ଫ୍ରାଂଚାଇଜ ପକ୍ଷରୁ ଏହି ଘୋଷଣା କରାଯାଇଛି । ଏହାର ମାଲିକ ଗୋୟନକା ଗ୍ରୁପ ୨୦୧୭ରେ ପୁଣେ ଫ୍ରାଂଚାଇଜକୁ କିଣିଥିଲେ ।
ସେତେବେଳେ ଏହାର ନାମ ପୁଣେ ସୁପର ଜ୍ୟାଂଟସ ରଖାଯାଇଥିଲା । ଶନିବାର ଦଳ କେଏଲ ରାହୁଲ, ରବି ବିଶ୍ନୋଇ ଓ ମାର୍କସ ଷ୍ଟୋଇନିସଙ୍କୁ ଟିମରେ ସାମିଲ କରିଥିଲା । ସୂଚନାଯୋଗ୍ୟ, ୨୦୨୨ରୁ ଆଇପିଏଲରେ ୧୦ଟି ଟିମ ଅଂଶଗ୍ରହଣ କରିବେ ।
BREAKING NEWS
- Weather Update: ୧୩ ଓ ୧୪ରେ ତଳମୁହାଁ ହେବ ପାରଦ, ଓଡ଼ିଶାକୁ ପୁଣି ଥରାଇବ ଶୀତ
- Suspicious Drones: ଏଲଓସିରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍, ହାଇଆଲର୍ଟରେ ସୁରକ୍ଷା ବାହିନୀ
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
Comments are closed.