ଭୁବନେଶ୍ୱର : ପବିତ୍ର ହେରାପଞ୍ଚମୀରେ ଶହୀଦ ନଗର ଦୁର୍ଗାପୂଜା ମଣ୍ଡପରେ ସମିତି ପକ୍ଷରୁ” ମା ଦୁର୍ଗା” ଙ୍କ ପ୍ରତିଷ୍ଠା ଦିବସ ଆରମ୍ଭ କରାଯାଉଛି । ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଯଜ୍ଞ, ଓ ପୂଜା ତିନି ଦିନ ଧରି କରାଯିବ । ଆସନ୍ତା ୧୮.୭.୨୧ ଦିନ ସନ୍ଧ୍ୟାରେ ପୂର୍ଣ୍ଣାହୁତି କାର୍ଯ୍ୟକ୍ରମ କରାଯିବ । ଆଜି ସକାଳୁ ପ୍ରଥମେ ପୂଜକ, କର୍ତ୍ତା ଓ ସଦସ୍ୟ ମାନେ କେଦାରଗୌରୀ ଠାରେ ପୂଜା କରି କଳସ ରେ ପାଣି ଆଣି ଥିଲେ । ପରେ ମା ଦୁର୍ଗା ଙ୍କ ପୂଜା ଓ ଯଜ୍ଞ ଆରମ୍ଭ କରାଯାଇଥିଲା । କରୋନା କଟକଣାକୁ ଆଖି ଆଗରେ ରଖି ସ୍ୱଳ୍ପ ଭାବେ ପାଳନ କରାଯାଇଛି ।
BREAKING NEWS
- ଓଡ଼ିଶା ରାଜ୍ୟ ଆଇନ ଆୟୋଗଙ୍କ ବାର୍ଷିକ ରିପୋର୍ଟ ଓ ନୂତନ ୱେବ୍ସାଇଟ୍ ଉନ୍ମୋଚିତ
- ଲସ୍କର-ଏ-ତୈବାର ଏକ ଆନ୍ତଃରାଜ୍ୟ ଆତଙ୍କବାଦୀ ମଡ୍ୟୁଲ୍ର ପର୍ଦ୍ଦାଫାସ୍, ୫ ଗିରଫ
- ଗିରଫ ହେଲେ ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର
- ରଗବୀ: ୧୭ ବର୍ଷରୁ କମ ବାଳିକା ବର୍ଗରେ ଓଡ଼ିଶା, ବାଳକ ବର୍ଗରେ ବିହାର ବିଜେତା
- ଆଇପିଏଲ: ପ୍ରତ୍ୟେକ ସିଜନରେ ଫ୍ରାଂଚାଇଜରଙ୍କ ହେଉଛି ୨୪୦୦ କୋଟି କ୍ଷତି !
- ପାକିସ୍ତାନକୁ ରାଜନାଥ ସିଂହଙ୍କ କଡା ବାର୍ତ୍ତା, ‘ଯଦି ତୁମେ ପଶ୍ଚିମବଙ୍ଗ ଆଡକୁ ନଜର ପକେଇବ, ତେବେ ତୁମକୁ….
- ଆଜି ରାତିରେ ଏକ ସଭ୍ୟତାର ଅନ୍ତ ହେବ, ୪୭ ବର୍ଷର ହିଂସାର ଅନ୍ତ ହେବ… ଇରାନକୁ ଟ୍ରମ୍ପଙ୍କ ଧମକ
- ମ୍ୟାଚ ଫିକ୍ସିଂ: ବାଂଲାଦେଶର ୭ ଖେଳାଳି ବାସନ୍ଦ
- ପଶ୍ଚିମବଙ୍ଗରେ ଭୋଟ ଆଗରୁ ବାଦ ପଡିଲେ ୯୦ ଲକ୍ଷ ଭୋଟର
- ପ୍ରବାସୀ ଶ୍ରମିକମାନଙ୍କ ସୁବିଧା ପାଇଁ ପେଟ୍ରୋଲିୟମ ସଚିବଙ୍କ ବଡ଼ ଘୋଷଣା
Comments are closed.