ଯାଜପୁର : ବିଦାୟ ନେଲେ ମା’ କାଳୀ । ବାଦ୍ୟ, ଘଣ୍ଟ, ସିଂଘ ବାଜା ତାଳେ ତାଳେ ମାଙ୍କୁ ଦେବୀଗଡାକୁ ବିସର୍ଜନ ହେଉଛନ୍ତି ମା । ଭସାଣ ଉତ୍ସବ ଆଜି ଶେଷ ହେବ । ଭସାଣ ଉତ୍ସବକୁ ଦେଖିବା ପାଇଁ ଶ୍ରଦ୍ଧାଳୁଙ୍କ ଭିଡ ଦେଖିବାକୁ ମିଳିଛି । ଶାନ୍ତିଶୃଙ୍ଖଳାରେ ଭସାଣ ଉତ୍ସବ ସାରିବା ପାଇଁ ଜିଲ୍ଳା ପ୍ରଶାସନ ଓ ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ଦେବୀଗଡା ନିକଟରେ ମାଙ୍କ ବିସର୍ଜନ ପାଇଁ ବୈତରଣୀ ନଦୀରେ ଏକ କୃତ୍ରିମ ପୋଖରୀ କରାଯାଇ ସେଠାରେ ସମସ୍ତ ମେଢ ବିସର୍ଜନ କରାଯିବ। ରାଜ୍ୟ ଓ ରାଜ୍ୟ ବାହାରୁ ଆସିଥିବା ବିଭିନ୍ନ ଭସାଣ ଦଳ ବିଭିନ୍ନ ମନୋରଂଜନ କାର୍ଯ୍ୟକ୍ରମ ପରିବେଶଣ କରୁଛନ୍ତି । ଭସାଣ ଉତ୍ସବରେ ଅଘୋରି ବାବାଙ୍କ ବିଭିନ୍ନ କଳା ପ୍ରଦର୍ଶନ ଆକର୍ଷଣର କେନ୍ଦ୍ର ବିନ୍ଦୁ ପାଲଟିଛି ।
BREAKING NEWS
- ଯୁକ୍ତ ଦୁଇ ଖାତାଦେଖା ଆରମ୍ଭ
- ୧୬ ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ୩ ନିଶା ମାଫିଆ ଗିରଫ
- ଅସମ୍ଭାଳ ହେଲାଣି ଗରମ ଓ ଗୁଳୁଗୁଳି: କାଳବୈଶାଖୀ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ଔଷଧ ଉପରେ ୧୦୦ ପ୍ରତିଶତ ଶୁଳ୍କ
- India attends UK meet: ହୋର୍ମୁଜ୍ ପାଇଁ ୬୦ରୁ ଅଧିକ ଦେଶ ହେଲେ ଏକତ୍ରିତ:ଭାରତ କହିଲା – ଆମେ ନାବିକମାନଙ୍କୁ ହରାଇଛୁ, ଉତ୍ତେଜନା ହ୍ରାସ ପାଇଁ…
- Nandankanan:ସୃଷ୍ଟି ହେଲା ନୂତନ ରେକର୍ଡ…ନନ୍ଦନକାନନରୁ ୨୬.୩୧ କୋଟିର ରାଜସ୍ୱ ସଂଗ୍ରହ
- Organ Donation: ପ୍ରାଣ ହରେଇବା ପରେ ବି ଅମର ହେଲେ ଚାଷୀ;ପ୍ରଶାସନ ପକ୍ଷରୁ ‘ଗାର୍ଡ ଅଫ ଅନର’ ପ୍ରଦାନ…
- କୋହଲିଙ୍କ ପରେ ରୋହିତଙ୍କୁ ପଛରେ ପକାଇଲେ ପାକିସ୍ତାନର ଏହି ବ୍ୟାଟ୍ସମ୍ୟାନ
- ଧମାକା କଲା ‘ରାମାୟଣ’ର ଟିଜର; ଭାବପ୍ରବଣ ହେଲେ ନିର୍ଦ୍ଦେଶକ କହିଲେ, ୭ ବର୍ଷର କଠିନ ପରିଶ୍ରମ…
- Kharazi ‘gravely wounded’:ଆମେରିକା-ଇସ୍ରାଏଲ ଆକ୍ରମଣରେ ଇରାନର ସର୍ବୋଚ୍ଚ ପରାମର୍ଶଦାତା ଖରାଜି ଗୁରୁତର
Comments are closed.