Latest Odisha News

BREAKING NEWS

ପିଲାବେଳର ସ୍ମୃତି ସାଉଁଟିଲେ ମାଡାମ୍ ରାଷ୍ଟ୍ରପତି

ଭୁବନେଶ୍ୱର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନରେ ଭୁବନେଶ୍ୱରସ୍ଥିତ ତପୋବନ ହାଇସ୍କୁଲ ଓ ୟୁନିଟ୍ ୨ ସ୍ଥିତ ଗାର୍ଲସ୍ ହାଇସ୍କୁଲ ଯାଇ ପିଲାବେଳର ସ୍ମୃତି ସାଉଁଟିଛନ୍ତି ।

ଛାତ୍ରଛାତ୍ରୀଙ୍କ ସହିତ ଫଟୋ ଉଠାଇଲେ ରାଷ୍ଟ୍ରପତି

 

ନିଜ ହଷ୍ଟେଲରେ ଶୋଉଥିବା ବେଡରେ କିଛି ସମୟ କାଟିଲେ

ସହପାଠୀମାନଙ୍କ ସହିତ କିଛି ମୁହୂର୍ତ୍ତ

Leave A Reply

Your email address will not be published.