ଭୁବନେଶ୍ୱର: ହିାଧିକାରୀଙ୍କ ପାଇଁ ଖୁସି ଖବର । ଏକା ଥରକେ ୪ ମାସର ମଧୁବାବୁ ପେନ୍ସନ୍ ଟଙ୍କା ପାଇବେ ହିତାଧିକାରୀ । ଏନେଇ ଆଜି ସରକାର ନିଷ୍ପତ୍ତି ନେଇଛନ୍ତି । ସବୁ ହିତାଧିକାରୀଙ୍କୁ ସେପ୍ଟେମ୍ବରରେ ମିଳିବ ଏକକାଳିନ ୪ ମାସର ଭତ୍ତା । ସେପ୍ଟେମ୍ବରରୁ ଡିସେମ୍ବର ଯାଏଁ ଭତ୍ତା ଏକକାଳୀନ ଦେବାକୁ ନିଷ୍ପତ୍ତି ହୋଇଛି । ଏନେଇ ସାମାଜିକ ସୁରକ୍ଷା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ସୂଚନା ଦେଇଛନ୍ତି ।
BREAKING NEWS
- ଓଡ଼ିଶାରେ ମୈତ୍ରୀ ଆନ୍ଦୋଳନ: ଏକ ବିହଙ୍ଗାବଲୋକନ
- ନଦୀକୁ ଡେଇଁ ଆତ୍ମହତ୍ୟା ଘଟଣା;ଟୁଇନସିଟିରେ ୫ବର୍ଷରେ ୫୫ ଜୀବନ….
- ବିକ୍ରମ ପଣ୍ଡାଙ୍କ ବିରୋଧରେ ପୁଣି ରୁଜୁ ହେଲା ନୂଆ ମାମଲା, ସାକ୍ଷୀଙ୍କୁ ଧମକ ଦେବା ଅଭିଯୋଗ
- କାରାଗାରରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ; ମୃତଦେହ ଧରି ପରିବାରର ଧାରଣା
- ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ଏବଂ ଟି୨୦ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା
- ଗାଜାରେ ଯୁଦ୍ଧବିଧ୍ୱସ୍ତ ବିଲ୍ଡିଂ ଭୁସୁଡିବାରୁ ୨୧ରୁ ଅଧିକ ମୃତ
- Herbal garden:ଲୁଣା ନଦୀକୂଳରେ ହେବ ହର୍ବାଲ ଗାର୍ଡେନ;ସଂରକ୍ଷିତ ହେବ ଔଷଧୀୟ ଉଦ୍ଭିଦ,ଶିକ୍ଷଣୀୟ ଉଦ୍ଦେଶ୍ୟରେ ବିକଶିତ…
- ଏସିଆନ ଗେମ୍ସ: ଗଙ୍ଗା ନଦୀକୁ ଡେଇଁ ପଡିଥିଲେ ସନ୍ତରଣରେ ଭାରତ ପାଇଁ ପଦକ ଜିତିଥିବା ସଚିନ
- Pak Shahzad Bhatti Network:ଶାହଜାଦ ଭଟ୍ଟି ନେଟୱାର୍କକୁ ଆତଙ୍କବାଦୀ ସଂଗଠନ ଭାବେ ଘୋଷଣା; UAPA ଅଧୀନରେ…
- ଡବ୍ଲ୍ୟୁପିଏଲ ୨୦୨୭, ଆଇପିଏଲ ଅକ୍ସନକୁ ନେଇ ବିସିସିଆଇର ବଡ଼ ନିଷ୍ପତ୍ତି

Comments are closed.