ମୁମ୍ବାଇ: ଅଭିନେତ୍ରୀ ମାଧୁରୀ ଦୀକ୍ଷିତଙ୍କ ମା ଶ୍ରୀମତୀ ସ୍ନେହଲତା ଦୀକ୍ଷିତ ରବିବାର ସକାଳେ ପରଲୋକ ହୋଇଯାଇଛି । ବୟାସଧିକ ଯୋଗୁ ଘରେ ତାଙ୍କର ସ୍ୱାଭାବିକ ଭାବେ ପରଲୋକ ହୋଇଛି । ଅପରାହ୍ନରେ ମୁମ୍ବାଇର ବୈକୁଣ୍ଠ ଧାମରେ ଶେଷକୃତ ସମ୍ପନ୍ନ ହୋଇଛି । ଏହି ସୂଚନା ମାଧୁରୀ ଦୀକ୍ଷିତଙ୍କ ପରିବାର ସଦସ୍ୟ ରିକ୍କୁ ରାକେଶ ନାଥ ପ୍ରଦାନ କରିଛନ୍ତି । ଏଥି ସହିତ ମାଧୁରୀ ଦୀକ୍ଷିତ ମଧ୍ୟ ନିଜେ ଏହି ଦୁଃଖ ଖବର ସେୟାର କରିଛନ୍ତି । ଏହି ଖବର ପାଇ ଅନେକ ନିର୍ମାତା,ନିର୍ଦ୍ଦେଶକ, ଅଭିନେତା, ଅଭିନେତ୍ରୀ ତାଙ୍କ ବାସଭବନକୁ ଯାଇ ମାଆଙ୍କ ଶେଷ ଦର୍ଶନ କରିଥିଲେ ।
BREAKING NEWS
- Health Minister Accuses Opposition: ନିଜ ଜିଦରେ ଅଟଳ ବିରୋଧୀ…ବର୍ଷିଲେ ସ୍ୱାସ୍ଥ୍ୟମନ୍ତ୍ରୀ…ଆଜି ବି ଅଚଳାବସ୍ଥା…
- Odisha Weather Alert: ଆହୁରି ୪ ଦିନ କାଳବୈଶାଖୀ ବର୍ଷା, ୫୦ କିମି/ଘଣ୍ଟା ବେଗରେ ବହିବ ପବନ
- ମଧ୍ୟପ୍ରାଚ୍ୟରେ ୮ ଭାରତୀୟଙ୍କ ମୃତ୍ୟୁ, ଜଣେ ନିଖୋଜ: ଫେରିଲା ୫୫ ଲକ୍ଷ
- ଗ୍ୟାସ ସିଲିଣ୍ଡର୍ କଳାବଜାରୀ ରୋକିବାକୁ ପ୍ରଶାସନ ପକ୍ଷରୁ ଚଢ଼ାଉ
- ସରକାରଙ୍କ ବଡ଼ ଆଶ୍ୱାସନା: ଆହାର କେନ୍ଦ୍ରକୁ ଜାରି ରହିବ ଗ୍ୟାସ୍ ଯୋଗାଣ
- ଗୋରୁ ଗାଡ଼ି ଅଟକାଇବା ବେଳେ ଗଲା ଗୋରକ୍ଷକଙ୍କ ଜୀବନ
- କୁଏତ ତେଲ ଟ୍ୟାଙ୍କର ଉପରେ ଇରାନର ଆକ୍ରମଣ
- ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
- Aahar scheme:‘ଆହାର’ ଯୋଜନାକୁ ବାଧାହୀନ ଭାବେ ଚାଲୁ ରଖିବା ପାଇଁ ନିଆଗଲା ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ
- Supply of essential goods: ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍ ୨୪ ଘଣ୍ଟିଆ ସଜାଗ ରହନ୍ତୁ,ଜିଲ୍ଲାପାଳମାନେ ମାର୍କେଟ ସ୍ଥିତି ଅନୁଧ୍ୟାନ କରନ୍ତୁ: ମୁଖ୍ୟମନ୍ତ୍ରୀ
Comments are closed.