ଭୁବନେଶ୍ୱର : ପୌର ନିର୍ବାଚନ ପାଇଁ କଂଗ୍ରେସ ତରଫରୁ ଭୁବନେଶ୍ୱରରୁ ମେୟର ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି । ସ୍ବର୍ଗତ କାଙ୍ଗାଳି ଚରଣ ପଣ୍ଡା ପୂର୍ବତନ ବିଧାୟକ ଧର୍ମଶାଳାଙ୍କ ବୋହୁ ମଧୁସ୍ମିତା ଆଚାର୍ଯ୍ୟ କଂଗ୍ରେସର ଵି ଏମ ସି ମେୟର ପ୍ରାଥୀ ଘୋଷଣା । ଆଜି କଂଗ୍ରେସ ଭବନରେ ସାମ୍ବାଦିକ ସମ୍ମିଳନୀରେ ଭୁବନେଶ୍ୱର ଜିଲ୍ଲା ସଭାପତି ବିଶ୍ୱଜିତ ଦାସ ମଧୁସ୍ମିତାଙ୍କ ନାଁ ଘୋଷଣା କରିଛନ୍ତି ।ମଧୁସ୍ମିତା ଜଣେ ଉଚ୍ଚଶିକ୍ଷିତା, ଯୁବ ଉଦ୍ୟୋଗୀ, କ୍ରୀଡ଼ାବିତ୍ ଓ ଓଡ଼ିଶୀ ନୃତ୍ୟଶିଳ୍ପୀ। କଲେଜ ଜୀବନରେ ମଧ୍ୟ ରାଜନୀତିରେ ଜଡ଼ିତ ଥିଲେ । କଂଗ୍ରେସ ତାଙ୍କ ଉପରେ ଭରସା କରିଛି। ସେଥିପାଇଁ ତାଙ୍କୁ ମେୟର ପ୍ରାଥୀ ଭାବେ ଚୟନ କରିଛି ଜାତୀୟ କଂଗ୍ରେସ ।
BREAKING NEWS
- ରାଜ୍ୟରେ ସ୍ଥାପନ ହେବ ୫୧୮୨ ମୋବାଇଲ୍ ଟାୱାର, ଉପକୃତ ହେବ ଏତିକି ଗାଁ..
- କୋହଲି, ରୋହିତଙ୍କ ପାଇଁ ବାୟା ହେଉଛନ୍ତି ବିଦେଶୀ ବୋର୍ଡ
- Is Neena Gupta Pregnant?: ୬୬ ବର୍ଷ ବୟସରେ କ’ଣ ସତରେ ମା’ ହେବାକୁ ଯାଉଛନ୍ତି ନୀନା ଗୁପ୍ତା? ଏମିତି କହିଦେଲେ… ଫ୍ୟାନ୍ସ ବି ଆଚମ୍ବିତ!
- Loot: ବନ୍ଧୁକ ଦେଖାଇ ମାରପିଟ୍ କରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ଠାରୁ ଲୁଟ୍
- ଶୁବଶୀଘ୍ର ଅଗ୍ନିଶମ ସେବା କ୍ଷେତ୍ରରେ ନିଯୁକ୍ତି ପାଇବେ ମହିଳା…
- ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ପୋଲିସ ASI
- LPG cylinder shortage: ଏଲପିଜି ନିଅଣ୍ଟ ନେଇ କଂଗ୍ରେସର ପ୍ରତିବାଦ, ବିଜେପି ମୁଖ୍ୟାଳୟକୁ ନେଇଗଲା ମାଟି ଚୁଲି
- ବେଆଇନ ବାଲି ଚୋରାଚାଲାଣ ଉପରେ ଲାଗିବ ଅଙ୍କୁଶ, ବାଲିଘାଟ ଜଗିବେ ଓଡ଼ିଶା ଶିଳ୍ପ ସୁରକ୍ଷା ବଳ
- ଭାରତୀୟ ବ୍ୟବସାୟୀଙ୍କ ବଢିବ ଚିନ୍ତା: ପାଣି ବୋତଲ ଉପରେ ପ୍ରଭାବ ପକାଇପାରେ ଇରାନ ଯୁଦ୍ଧ
- ସାବଧାନ ! ଘରୁ ବାହାରିଲେ ଆପଣଙ୍କୁ ଦେବାକୁ ପଡିପାରେ ଟ୍ୟାକ୍ସ
Comments are closed.