ସୋନପୁର : ଦିଅଁଙ୍କ ପ୍ରତି ମନରେ ଶ୍ରଦ୍ଧା । ଦେଖିବାକୁ କଷ୍ଟକର ରାସ୍ତା ବି କମ୍ ଜଣାପଡେ । ତେବେ ମନରେ ଭକ୍ତିଭାବ ଥିଲେ ସବୁକିଛି ସମ୍ଭବ କରିଦିଏ ଭକ୍ତଟିଏ । ସେହିଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି । ଖରା ବର୍ଷାକୁ ଖାତିର ନକରି ସୁଦୂର ମଧ୍ୟପ୍ରଦେଶ ତମସା ଗାଁର ଜଣେ ବୃଦ୍ଧ ପାଦରେ ଚାଲି ଚାଲି ଆସିଛନ୍ତି ଖାସ୍ ଜଗନ୍ନାଥଙ୍କୁ ଦେଖିବାକୁ । ୧୪୦୦ କିଲୋମିଟର ଯାତ୍ରା କରି ବାହାରି ଆସିଛନ୍ତି କ୍ରିପାଲ ସିଂ ।
ମନରେ ଗୋଟିଏ ଝୁଙ୍କ୍ ସେ ପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବେ । ପ୍ରତିଦିନ ୬୦ରୁ ୭୦କିଲୋମିଟର ଖାଲି ପାଦରେ ଚାଲି ଚାଲି ଆସୁଛନ୍ତି । ପ୍ରଭୁଙ୍କୁ ଦର୍ଶନ କରିବେ , ତା ସହିତ କରୋନାରୁ ମୁକ୍ତି ପାଇବା ସହିତ ବିଶ୍ୱ ମଙ୍ଗଳ କାମନା କରିଛନ୍ତି କ୍ରିପାଲ । ଜୁଲାଇ ୫ରୁ ଘରୁ ବାହାରିବା ପରେ ସେ ବହୁ ଦୁର୍ଗମ ପଥ ଅତିକ୍ରମ କରି ଛତିଶଗଡ଼ ଓ ସୋନପୁର ଦେଇ ପୁରୀ ଅଭିମୁଖେ ବାହାରିଛନ୍ତି ।
BREAKING NEWS
- କ୍ଷମା ମାଗିଲେ ଇଂଲଣ୍ଡ ଦଳର ଅଧିନାୟକ ହ୍ୟାରୀ ବ୍ରୁକ
- ବାୟୁ ପ୍ରଦୂଷଣ ନେଇ ଧର୍ମେନ୍ଦ୍ରଙ୍କ ଚିନ୍ତା ପ୍ରକଟ;ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖି ହସ୍ତକ୍ଷେପ ଲୋଡିଲେ
- ବିଜୟ ହଜାରେ ଟ୍ରଫି: କ୍ୱାର୍ଟର ଫାଇନାଲ ଲାଇନଅପ ଚୂଡାନ୍ତ
- ସବୁଠାରୁ ବଡ଼ ପ୍ରତିରକ୍ଷା ଚୁକ୍ତି ଖୁବ୍ ଶୀଘ୍ର ହେବ ଚୂଡ଼ାନ୍ତ; ଜର୍ମାନୀ ଭାରତକୁ ଦେବ ୬ଟି ଘାତକ ବୁଡ଼ାଜାହାଜ
- ତିଳକ ବର୍ମାଙ୍କ ଟି୨୦ ବିଶ୍ୱକପ ଖେଳିବା ନେଇ ସନ୍ଦେହ, କିଏ ହେବେ ବଦଳ ଖେଳାଳି
- କନ୍ୟା ବିବାହ ଯୋଜନାରେ ଉତ୍କଳିକାରୁ କିଣା ହେବ ବିବାହ ଉପହାର ଓ ସାମଗ୍ରୀ
- ବୋମା ଧମକ ପରେ ସ୍ଵାଭାବିକ ହେଲା କୋର୍ଟ କାର୍ଯ୍ୟ…
- ଉଜବେକିସ୍ତାନ ଆଙ୍ଗିୟୁଲରେ ଫସିଛନ୍ତି ଓଡିଆ; ଦରମା ଦଉନି କମ୍ପାନୀ, ଦୂତାବାସ ବି ଶୁଣୁନି…
- ରାଜ୍ୟ ପରିବହନ ନିଗମର ୩ ଅଧିକାରୀଙ୍କ ଦରମା ବନ୍ଦ
- ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା, ଜାଣନ୍ତୁ କେଉଁମାନେ ପାଇବେ…
Comments are closed.