ଢେଙ୍କାନାଳ :ଆଜି ପବିତ୍ର ମହାଶିବ ରାତ୍ରୀ ।ଏନେଇ ସମସ୍ତ ଶୈବପୀଠ ଗୁଡିକ ଚଳଚଞ୍ଚଳ ହୋଇ ପଡିଛି । ଶଙ୍ଖ ହୁଳ ହୁଳିରେ କମ୍ପୁଛି ପରିବେଶ । ସକାଳୁ ସକାଳୁ ବାବାଙ୍କ ଦର୍ଶନ ପୀଠରେ ଭିଡ ଜମିଛି । ଭୋର ୪ଟା୨୦ରେ ଉଠିବ ମହାଦୀପ । ସମସ୍ତ ରୀତୀନୀତି ଅନୁସାରେ ପୂଜାର୍ଚ୍ଚନା ଚାଲିଛି। । ତେବେ କରୋନା କଟକଣା ଯୋଗୁଁ ବାହାର ରାଜ୍ୟର ଆସୁଥିବା ଶ୍ରଦ୍ଧାଳୁଙ୍କୁ ବାରଣ କରାଯାଇଛି । ୬୦ରୁ ଉର୍ଦ୍ଦ ବୟସ୍କ ଶିଶୁଙ୍କୁ କପିଳାଶ ଯିବା ବାରଣ କରାଯାଇଛି ।ଏହା ସହ ବାବାଙ୍କ ଦର୍ଶନ ପାଇଁ ଆଧାରକାର୍ଡ ବାଧ୍ୟତାମୂଳକ କରାଯାଇଛି । ମନ୍ଦିର ପରିବେଶ ସାଜସଜା କରାଯାଇଛି ।
BREAKING NEWS
- Odisha’s new Governor:ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେଲେ ବ୍ରଜମୋହନ;ଶପଥ ପାଠ କରାଇଲେ ହାଇକୋର୍ଟ ମୁଖ୍ୟ ବିଚାରପତି
- ପୁଣି ସାମ୍ନାକୁ ଆସିଲା ଜନନୀ ଯନ୍ତ୍ରଣା!୪ କି.ମି.ଖଟିଆରେ ବୁହାହେଲେ ମା’ ଓ ନବଜାତ ଶିଶୁ
- France in flames: ଜଳୁଛି ଫ୍ରାନ୍ସ; ଦୁଇଟି ବିଶ୍ୱଯୁଦ୍ଧର ଝଡ଼ ସହିଥିଲା, ଦଙ୍ଗାର ନିଆଁରେ ଛାରଖାର ୧୪୩ ବର୍ଷର ଐତିହାସିକ ଟାଉନ୍ ହଲ୍!
- Odisha Durga Puja 2026: ମା’ ଦୁର୍ଗାଙ୍କ ଆରାଧନାରେ ଭକ୍ତିମୟ ପରିବେଶ..ଆଜି ମଣ୍ଡପରେ ମହାସପ୍ତମୀ ପୂଜା, ପୀଠରେ ମହାଷ୍ଟମୀ
- Gwalior Temple Tragedy:ମନ୍ଦିର କାନ୍ଥ ଭାଙ୍ଗି ଭିତରକୁ ପଶିଲା ଟ୍ରକ୍; ଚାପି ହୋଇ ୧୩ ଭକ୍ତଙ୍କ ମୃତ୍ୟୁ
- Chorbagan Sarbojanin Durga Pandal Stampede:ମୃତ୍ୟୁ ସଂଖ୍ୟା ୧୯କୁ ବୃଦ୍ଧି;ମୁଖ୍ୟମନ୍ତ୍ରୀଙ୍କ ଘୋଷଣା-ମୃତକଙ୍କ ପରିବାରକୁ ୨୫ ଲକ୍ଷର କ୍ଷତିପୂରଣ ଓ ସରକାରୀ ଚାକିରି
- ଫ୍ରାନ୍ସରେ ବ୍ୟାପକ ବିକ୍ଷୋଭ ପ୍ରଦର୍ଶନକାରୀ ଓ ଛାତ୍ରଙ୍କ ଆନ୍ଦୋଳନ ସମୟରେ ହିଂସା ସହ ପୋଡ଼ାଜଳା
- Stampede at Durga Puja pandal:ଦୁର୍ଗାପୂଜାରେ ଦଳାଚକଟା; ୧୭ ମୃତ, ୪୦ଆହତ
- ଗର୍ଭବତୀ ସାମ୍ବାଦିକାଙ୍କୁ ଧକ୍କା ମାମଲା: ତେଜିଲା ରାହୁଲ ଗାନ୍ଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି
- ଅନ୍ତର୍ଜାତୀୟ ବଡି ବିଲଡର ଜନ୍ମେଜୟ ମହାନ୍ତିଙ୍କ ପରଲୋକ

Comments are closed.