ପୁରୀ : ପୁରୀ ଶ୍ରୀମନ୍ଦିରରେ ରକ୍ତଛିଟା । ନୀତିକାନ୍ତି ବିଳମ୍ବ ।ଶ୍ରୀମନ୍ଦିରରେ ଅବକାଶ ପୂଜା ପରେ ଭିତରକାଠ ନିକଟରେ ଆଜି ସକାଳେ ରକ୍ତ ଛିଟା ଦେଖିବାକୁ ମିଳିଥିଲା । ରକ୍ତଛିଟା ଦେଖାଯିବା ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଥିଲା । ଫଳରେ ଘଣ୍ଟାଏରୁ ଊର୍ଦ୍ଧ୍ୱ ସମୟ ଧରି ମହାପ୍ରଭୁଙ୍କ ନୀତିକାନ୍ତି ବିଳମ୍ବ ହୋଇଥିଲା ।ସାଧାରଣ ଦର୍ଶନ ବନ୍ଦ ରହିଥିବାରୁ ବଡ ଦାଣ୍ଡରେ ଭକ୍ତଙ୍କ ଲମ୍ବା ଲାଇନ ଦେଖିବାକୁ ମିଳିଥିଲା । ତେବେ ମହାସ୍ନାନ ନୀତି ସମ୍ପର୍ଣ୍ଣ ହେବା ପରେ ପୁଣି ସାଧାରଣ ଭକ୍ତଙ୍କୁ ଦର୍ଶନ ପାଇଁ ଛଡାଯାଇଛି ।
BREAKING NEWS
- Hotter Months Ahead: ଆକାଶରୁ ହେବ ଅଗ୍ନି ବର୍ଷା! ଭାରତକୁ କଲବଲ କରିପାରେ ଗରମ ମାସ…WMO କରାଇଲା ସତର୍କ
- ଜମ୍ମୁ କଶ୍ମୀରରେ ଆତଙ୍କବାଦୀଙ୍କୁ ଆଶ୍ରୟ ଦେଇ ୩ କର୍ମଚାରୀ ବହିଷ୍କୃତ
- ଗୁପ୍ତଚର ଅଭିଯୋଗରେ ଭାରତୀୟ ନୌସେନାର ଜଣେ ଯବାନ ଗିରଫ, ISIକୁ ଦେଉଥିଲା ସମ୍ବେଦନଶୀଳ ସୂଚନା
- ଜଗତସିଂହପୁର ଜିଲ୍ଲାର ୬୯ ମଣ୍ଡି ନୋଡାଲ ଅଫିସରଙ୍କ ଦରମା ବନ୍ଦ
- BrahMos Missile Deal: ଯୁଦ୍ଧ ଭିତରେ ଭାରତଠୁ କ୍ଷେପଣାସ୍ତ୍ର କିଣିବ ଏହି ମୁସଲିମ ଦେଶ…
- ଭିଜିଲାନ୍ସ ଜାଲରେ ଓଏଏସ ଅଧିକାରୀ, ବ୍ୟାଙ୍କରେ ୭ କୋଟିରୁ ଅଧିକ ଜମା
- ତେହେରାନ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ, ୧୦ ଇରାନୀ ଲ୍ୟାଣ୍ଡମାଇନ୍ ନଷ୍ଟ କଲା ଆମେରିକା
- Special flights to the Middle East: ଘରକୁ ଫେରିବେ ମଧ୍ୟପ୍ରାଚ୍ୟରେ ଫସି ରହିଥିବା ଭାରତୀୟ, ଆଜିଠୁ ପୁଣି ଆରମ୍ଭ ହେଲା ଏୟାର ଇଣ୍ଡିଆ ଏବଂ ଇଣ୍ଡିଗୋ ବିମାନ
- ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ ଇରାନ ସହିତ କଥା ହେଲେ ଜୟଶଙ୍କର
- US-Iran clash soars in Strait of Hormuz: ସମୁଦ୍ରରେ ମଧ୍ୟପ୍ରାଚ୍ୟ ଯୁଦ୍ଧ: ହର୍ମୁଜରେ ପ୍ରଣାଳୀରେ ମାଇନ୍ ବିଛାଉଛି ଇରାନ? କଡ଼ା ଚେତାବନୀ ଦେଲେ ଟ୍ରମ୍ପ
Comments are closed.