ବ୍ରହ୍ମପୁର: ବିନାୟକ ଆଚାର୍ଯ୍ୟ କଲେଜର ଛାତ୍ରୀଙ୍କୁ ଅସଦାଚରଣ ଏବଂ ଏସଂପର୍କିତ ଭିଡ଼ିଓ ଭାଇରାଲ୍ ଘଟଣାକୁ ନେଇ ସାରା ରାଜ୍ୟରେ ଉଦ୍ବେଗ ପ୍ରକାଶ ପାଇବାରେ ଲାଗିଛି। ଏହି ଘଟଣାରେ ସଂପୃକ୍ତ ଥିବା ଛାତ୍ରଛାତ୍ରୀଙ୍କୁ ସବୁଆଡ଼ୁ ସମାଲୋଚନା କରାଯାଉଛି। ତେବେ ଏହାର ଭିତରେ ଆଉ ଏକ ସାଂଘଂତିକ ତଥ୍ୟ ପଦାକୁ ଆସିଛି। ଘଟଣାର ମୁଖ୍ୟ ଅଭିଯୁକ୍ତ ଅଭିେଶକ ନାହାକଙ୍କୁ ଗୁରୁତ୍ବପୂର୍ଣ୍ଣ ପଦବୀ ଦେଇଥିଲା ଛାତ୍ର ବିଜେଡ଼ି। ବିନାୟକ ଆଚାର୍ଯ୍ୟ କଲେଜର କ୍ୟାମ୍ପସ କମିଟିର ଆବାହକ ଥିଲେ ଅଭିଶେକ। ଏକଥା ପଦାକୁ ଆସିବା ପରେ ନୂଆ ବିବାଦ ସୃଷ୍ଟି ହୋଇଛି। କଲେଜ କ୍ୟାମ୍ପସର ଶୃଙ୍ଖଳା ରକ୍ଷା କରିବା ସହିତ ଉନ୍ନତିକରଣ ପାଇଁ ଛାତ୍ର ବିଜେଡ଼ି ଯାହାକୁ ଦାୟିତ୍ବ ଦେଇଥିଲେ, ସେ ନିଜେ ହିଁ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଗିରଫ ହୋଇଛନ୍ତି। ଏଣୁ କିଭଳି ଭାବେ ତାଙ୍କୁ ଏହି ଦାୟିତ୍ବ ଦେଇଥିବା ଛାତ୍ର ବିଜେଡ଼ି, ତାହାକୁ ନେଇ ବର୍ତ୍ତମାନ ବିବାଦ ଦେଖାଦେଇଛି। ଅନ୍ୟପଟେ ଅଭିଶେକଙ୍କୁ ପୂର୍ବରୁ ଦାୟିତ୍ବ ବିଦାୟ କରିଦିଆଯାଇଥିବା ଛାତ୍ର ବିଜେଡ଼ିର ଜଣେ ନେତା ପ୍ରକାଶ କରିଛନ୍ତି।
BREAKING NEWS
- ଡରିବିନି ଡିସେମ୍ବରରେ ବାଂଲାଦେଶ ଯିବି, ‘ଭୟ ମୋର କର୍ତ୍ତବ୍ୟ ସ୍ଥିର କରିପାରିବ ନାହିଁ’ : ହସିନା
- ଅକ୍ଟୋବରରେ ୨୩ରେ ‘ପିପୁଲ୍ ଏଗେନଷ୍ଟ SIR’ ପକ୍ଷରୁ ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା
- ଶ୍ରୀମନ୍ଦିରରେ ମା’ ବିମଳା ଦେବୀଙ୍କ ବିଶେଷ ନୀତି; କାଲି ସକାଳ ୮ଟାରୁ ଦର୍ଶନ ଆରମ୍ଭ
- ଅକ୍ଟୋବର ୨୦ରୁ ଏହି ୪ ମେମୁ ଟ୍ରେନ୍ ବାତିଲ…
- କମିଶନରେଟ ପୋଲିସର ‘ଏକ୍ସ’ ଆକାଉଣ୍ଟ ହ୍ୟାକ୍
- ବଢ଼ିଲା ଅଡ଼ୁଆ; ଆଉ ୨ ଦିନ ଜେଲରେ ବିତାଇବେ CJPର ଆଶୁତୋଷ ରାଙ୍କା ଓ ସୌରଭ ଦାସ
- ଚଳିତ ବର୍ଷ ନିରାଡମ୍ବର ଭାବେ ଦୁର୍ଗା ପୂଜା ପାଳନ କରିବେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହିଁକି…
- ଟାଇଗର ଶ୍ରଫ ଗୁଳିକାଣ୍ଡ ମାମଲାରେ ନୂଆ ଖୁଲାସା; ନାବାଳକ ଅଭିଯୁକ୍ତର ବାପା କହିଲେ – ପୁଅ ଦୁଇ ମାସ ପୂର୍ବରୁ ଘରୁ ଚାଲିଯାଇଥିଲା…
- ଇମ୍ରାନଙ୍କ ପୁଅଙ୍କ ସାକ୍ଷାତକାର ନେଇ ଅଡୁଆରେ ନାସିର ହୁସେନ୍, ମାଇକେଲ ଆର୍ଥଟନ
- ହତ୍ୟା ଯୋଜନା କରିଥିଲେ ବାପା…ପୁଅ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

Comments are closed.