ସୁରଟ: ଗୁଜରାଟର ଭରୁଚ ଜିଲ୍ଲାରେ ଥିବା ଦହେଜ ଇଷ୍ଟ୍ରିଆଲ ଅଂଚଳର ଏକ ରାସାୟନିକ କାରଖାନାରେ ବଡ ବିସ୍ଫୋରଣ ହୋଇଛି । ଏଥିରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୨ ଜଣ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ସେମାନଙ୍କ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ବିସ୍ଫୋରଣର କାରଣ ଜଣାପଡି ନାହିଁ ।
ସୂଚନା ଅନୁସାରେ, ଯଶସ୍ୱି ରାସାୟନ ପ୍ରାଇଭେଟ ଲିମିଟେଡ ଷ୍ଟୋରେ ମଧ୍ୟାହ୍ଣରେ ନିଆଁ ଲାଗିଥିଲା । ଏହାପରେ ସେଠାରେ ବିସ୍ଫୋରଣ ଘଟିଥିଲା। ଖବର ପାଇ ଘଟଣାସ୍ଥଳରେ ୧୫ଟି ଦମକଳ ଗାଡି ପହଂଚି ନିଆଁକୁ ଆୟତ କରିଛନ୍ତି । କିନ୍ତୁ ନିଆଁ ଲିଭିବା ଭିତରେ ୫ ଜଣଙ୍କ ମୃତ୍ୟୁ ହୋଇସାରିଥିଲା । ସେପଟେ ଘଟଣାସ୍ଥଳରେ ଉପସ୍ଥିତ ଥିବା ଲୋକେ କହିଛନ୍ତି, ବିସ୍ଫୋରଣ ଏତେ ଜୋରରେ ହୋଇଥିଲା ଯେ ତାର ଶବ୍ଦ ପାଖାପାଖି ୨୦ କିଲୋମିଟର, ଯାଏଁ ଶୁଣାଯାଇଥିଲା ।
BREAKING NEWS
- India attends UK meet: ହୋର୍ମୁଜ୍ ପାଇଁ ୬୦ରୁ ଅଧିକ ଦେଶ ହେଲେ ଏକତ୍ରିତ:ଭାରତ କହିଲା – ଆମେ ନାବିକମାନଙ୍କୁ ହରାଇଛୁ, ଉତ୍ତେଜନା ହ୍ରାସ ପାଇଁ…
- Nandankanan:ସୃଷ୍ଟି ହେଲା ନୂତନ ରେକର୍ଡ…ନନ୍ଦନକାନନରୁ ୨୬.୩୧ କୋଟିର ରାଜସ୍ୱ ସଂଗ୍ରହ
- Organ Donation: ପ୍ରାଣ ହରେଇବା ପରେ ବି ଅମର ହେଲେ ଚାଷୀ;ପ୍ରଶାସନ ପକ୍ଷରୁ ‘ଗାର୍ଡ ଅଫ ଅନର’ ପ୍ରଦାନ…
- କୋହଲିଙ୍କ ପରେ ରୋହିତଙ୍କୁ ପଛରେ ପକାଇଲେ ପାକିସ୍ତାନର ଏହି ବ୍ୟାଟ୍ସମ୍ୟାନ
- ଧମାକା କଲା ‘ରାମାୟଣ’ର ଟିଜର; ଭାବପ୍ରବଣ ହେଲେ ନିର୍ଦ୍ଦେଶକ କହିଲେ, ୭ ବର୍ଷର କଠିନ ପରିଶ୍ରମ…
- ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ରାଜ୍ୟରେ ସକାଳୁଆ ସ୍କୁଲ ନିର୍ଦ୍ଦେଶ…
- ଆଇପିଏଲ: ୟେଶାଙ୍କୁ ଡେଟ କରୁଛନ୍ତି କି ସମୀର
- Unprecedented action: ରାଜନାଥ ସିଂହଙ୍କ ପାକିସ୍ତାନକୁ କଡା ଚେତାବନୀ; ‘ଅପରେସନ ସିନ୍ଦୂର ଏପର୍ଯ୍ୟନ୍ତ ଶେଷ ହୋଇନାହିଁ,ଦୁଃସାହସ କଲେ…’
- Ganja Seized: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ ଫେରାର
- ଧୋନୀଙ୍କ ପ୍ରଶଂସକଙ୍କ ପାଇଁ ଖୁସୀ ଖବର, ନେଟ୍ସକୁ ଫେରିଲେ କ୍ୟାପଟେନ କୁଲ
Comments are closed.