ପୁରୀ: ଭୋରରୁ ଲାଗିଲା ନିଆଁ । ଜଳିଗଲା ଡ୍ରେସ୍ ଗୋଦାମ । ପୁରୀ ଟାଉନ ଥାନା ଅନ୍ତର୍ଗତ ହାଡ଼ଗୋଡ଼ିଆ ସାହିରେ ଏହି ଅଗ୍ନିକାଣ୍ଡ ହୋଇଛି । ଆଜି ଭୋର୍ ପ୍ରାୟ ୩ଟା ବେଳେ ଗୋବିନ୍ଦ ଚନ୍ଦ୍ର ସାହୁଙ୍କ ଘରେ ନିଆଁ ଲାଗିଥିଲା । ଏନେଇ ସ୍ଥାନୀୟ ଲୋକ ୧୧୨ ଜରୁରିକାଳୀନ ନମ୍ୱରକୁ ଫୋନ୍ କରିଥିଲେ ।

ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ସେତେବେଳକୁ ଗୋବିନ୍ଦଙ୍କ ଘରେ ଥିବା ଡ୍ରେସ ଗୋଦାନ ଛାରଖାର ହୋଇ ସାରିଥିଲା । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ସର୍ଟସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି ।
BREAKING NEWS
- ଯୁବକଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାଶ;୪ ହଜାର ଟଙ୍କା ନେଇଯାଇଥିବା ସନ୍ଦେହରେ ବନ୍ଧୁକୁ ହତ୍ୟା
- Naxalites Surrender:୫୨ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ;ମୁଣ୍ଡରେ ରହିଛି ୧କୋଟି୪୧ ଲକ୍ଷ
- Iran tensions: ଇସ୍ରାଏଲ ଯାତ୍ରା ନେଇ ଆଡଭାଇଜରୀ ଜାରି କଲା ଭାରତ
- ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଶିକ୍ଷକ ଗିରଫ
- ମିଶନ ଶକ୍ତି ଏବଂ ପର୍ଯ୍ୟଟନ ଓ ଆତିଥେୟତା ଦକ୍ଷତା ପରିଷଦ ମଧ୍ୟରେ ବୁଝାମଣା, ୪୦୦୦ ମହିଳାଙ୍କୁ ମିଳିବ…
- ପାଲକ ପନିରକୁ ନେଇ ବିବାଦ, ଭାରତୀୟ ଛାତ୍ରଙ୍କୁ ମିଳିଲା ୧.୮ କୋଟି…
- Indian coast guard: ଭାରତୀୟ ଜଳସୀମାରେ ଅନୁପ୍ରବେଶ କରୁଥିବା ପାକିସ୍ତାନୀ ଡଙ୍ଗା ଜବତ, ୯ ଗିରଫ
- ଇରାନରେ ବଢୁଛି ହିଂସା; କାଲିଠୁ ଉଦ୍ଧାର ହେବେ ଭାରତୀୟ..
- group clash: ଗୋଷ୍ଠୀ ସଂଘର୍ଷ ପରେ ଆସନ୍ତାକାଲି ସୁନ୍ଦରଗଡ଼ ସହରରେ ସବୁ ସ୍କୁଲ,କଲେଜ ବନ୍ଦ
- ଆଉ ଜଣେ ଠକ ଡାକ୍ତର ଗିରଫ; ମିଥ୍ୟା ବିବାହ ପ୍ରତିଶ୍ରୁତି ଦେଇ ମହିଳାଙ୍କ ପରିବାରଠୁ ୨୨ ଲକ୍ଷ ଠକେଇ
Comments are closed.