ପୁରୀ: ଭୋରରୁ ଲାଗିଲା ନିଆଁ । ଜଳିଗଲା ଡ୍ରେସ୍ ଗୋଦାମ । ପୁରୀ ଟାଉନ ଥାନା ଅନ୍ତର୍ଗତ ହାଡ଼ଗୋଡ଼ିଆ ସାହିରେ ଏହି ଅଗ୍ନିକାଣ୍ଡ ହୋଇଛି । ଆଜି ଭୋର୍ ପ୍ରାୟ ୩ଟା ବେଳେ ଗୋବିନ୍ଦ ଚନ୍ଦ୍ର ସାହୁଙ୍କ ଘରେ ନିଆଁ ଲାଗିଥିଲା । ଏନେଇ ସ୍ଥାନୀୟ ଲୋକ ୧୧୨ ଜରୁରିକାଳୀନ ନମ୍ୱରକୁ ଫୋନ୍ କରିଥିଲେ ।

ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ସେତେବେଳକୁ ଗୋବିନ୍ଦଙ୍କ ଘରେ ଥିବା ଡ୍ରେସ ଗୋଦାନ ଛାରଖାର ହୋଇ ସାରିଥିଲା । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ସର୍ଟସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି ।
BREAKING NEWS
- ସେନା ମେଡାଲ୍ ବିଜେତାଙ୍କୁ ଆଜୀବନ ଟ୍ରେନ୍ ଯାତ୍ରା ମାଗଣା
- Flight Scare: ଆକାଶରେ ହଠାତ୍ ଥରିଲା ଫ୍ଲାଇଟ୍, ଭୟରେ ‘ୱାହେଗୁରୁ’ ଜପିଲେ ଶେହନାଜ ଗିଲ୍…ତା’ ପରେ କିଛି ଏମିତି ହେଲା…
- UPI vs Cash: କେଉଁଟି ଅଧିକ ଟଙ୍କା ସଞ୍ଚୟ ହୁଏ?
- ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ିଗଲେ ୨ ଛାତ୍ର
- ମକ୍କାରେ ପ୍ରଥମ ଥର ପାଇଁ ଆଲର୍ଟ ଜାରି, ଆତଙ୍କରେ ସାଉଦି ଆରବ..
- ଫେସବୁକ୍-ଇନଷ୍ଟାଗ୍ରାମରେ ଚାଲିଛି ଶିଶୁ ଯୌନ ଶୋଷଣ ବିଜ୍ଞାପନ! କେନ୍ଦ୍ର ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ
- Weapons in Space: ଅନ୍ତରୀକ୍ଷରେ ଆମେରିକାର ଅସ୍ତ୍ର! ରୁଷ-ଚୀନକୁ ବଡ଼ ଚେତାବନୀ, ମହାକାଶରେ ଆରମ୍ଭ ହେବ କି ନୂଆ ଯୁଦ୍ଧ?
- ଚିନ୍ତାରେ ପାକ୍ ସରକାର : ପେଟ୍ରୋଲ ପାଇଁ “ଲକ୍ ଡାଉନ୍ “ଭଳି ଆଗକୁ ବ୍ୟବସ୍ଥା
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ
- Powerful Bombs: ଆହୁରି ଭୟଙ୍କର ହୋଇପାରେ ଇରାନ ଯୁଦ୍ଧ? ଇସ୍ରାଏଲକୁ ୪୦ ହଜାର ବମ୍ ଦେବେ ଟ୍ରମ୍ପ!

Comments are closed.