Latest Odisha News

BREAKING NEWS

ମାଲକାନଗିରି ଜିଲ୍ଲାପାଳ କରୋନା ଆକ୍ରାନ୍ତ

ମାଲକାନଗିରି: ମାଲକାନଗିରି ଜିଲ୍ଲାପାଳ ୱାଇ ବିଜୟ କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୁଚନା ପ୍ରଦାନ କରାଯାଇଛି।

ମାଲକାନଗିରି ଜିଲ୍ଲାପାଳ ୱାଇ ବିଜୟଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ସହ ତାଙ୍କ ସରକାରୀ ବାସଭବନର ମୋଟ ଛଅ ଜଣ କରୋନା ସଂକ୍ରମିତ ହୋଇଥିବା ନେଇ ଜିଲ୍ଲା ପ୍ରଶାସନ ସୁଚନା ଦେଇଛନ୍ତି ।

କରୋନା ଆକ୍ରାନ୍ତ ସମସ୍ତ ଛଅ ଜଣ ହୋମ ଆଇସୋଲେସନରେ ରହିଥିବା ଜଣାପଡିଛି ।

Leave A Reply

Your email address will not be published.