ମାଲକାନଗିରି: ଗଞ୍ଜା ଲଢେଇ ବେଳେ ପୋଲିସ-ଜନତା ଖଣ୍ଡଯୁଦ୍ଧ । ପୋଲିସ ଉପରକୁ ଆକ୍ରମଣ କଲେ ଗ୍ରାମବାସୀ । ଆକ୍ରମଣରେ ଜଣେ ଏସଡିପିଓଙ୍କ ସମେତ ୪ ପୋଲିସ କର୍ମୀ ଆହତ ହୋଇଛନ୍ତି । ୩୦ରୁ ଅଧିକ ଗ୍ରାମବାସୀଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି ପୋଲିସ । ୧୬ଜଣଙ୍କୁ ଗିରଫ କରାଯାଇଥିବା ସୂଚନା ଦେଇଛନ୍ତି ମାଲକାନଗିରି ଏସପି । କାଳିମେଳା ଥାନା ଅନ୍ତର୍ଗତ ମରଙ୍ଗପାଲି ଗାଁରେ ଗଞ୍ଜା ଲଢ଼େଇ ଚାଲିଥିବା ବେଳେ ପୋଲିସ ଚଢ଼ାଉ କରିଥିଲା । ଏତିକିବେଳେ ପୋଲିସ ସହ ଗଣ୍ଡଗୋଳ ପରେ ଆକ୍ରମଣ କରିଥିଲେ ଗାଁ ଲୋକ ।
BREAKING NEWS
- ଆଇଟିଇଆର ରେ “ଚକ୍ରବ୍ୟୁହ” ଓ “ଜେନେସିସ” ଉଦ୍ଘାଟିତ
- ଚେନ୍ନାଇର କ୍ରମାଗତ ଦ୍ୱିତୀୟ ପରାଜୟ
- Earthquake: ଥରିଲା ଉତ୍ତର ଭାରତ;ଭୂମିକମ୍ପର କେନ୍ଦ୍ରସ୍ଥଳ…
- Terror module:ପାକ୍ ହ୍ୟାଣ୍ଡଲରଙ୍କ ସହ ଲିଙ୍କ୍ ଥିବା ‘ଆତଙ୍କବାଦୀ ମଡ୍ୟୁଲ୍’ର ୪ସଦସ୍ୟଙ୍କୁ ଗିରଫ କଲା ATS
- ମାଲଦାରେ ୭ ନ୍ୟାୟିକ ଅଧିକାରୀଙ୍କୁ ଘେରାଉ ଘଟଣା; ମାଲଦାରେ ଯାଞ୍ଚ କରୁଛି ଏନଆଇଏ ଟିମ୍
- ଜନ୍ମ କଲା ମାଆକୁ ବିଷ ଖୁଆଇ ହତ୍ୟା କଲା ପୁଅ; ଗଛରେ ବାନ୍ଧି ପିଟିଲେ ଗ୍ରାମବାସୀ
- ଅଧିନାୟକ ପଦ ହରାଇବେ କି ରାହାଣେ
- ୭୦୦ କୋଟି ଟଙ୍କାର ଅଫର ଗ୍ରହଣ କଲେନି ରାମାୟଣର ମେକର୍ସ
- ଖୁବଶୀଘ୍ର ଝାରସୁଗୁଡା ବିମାନ ବନ୍ଦରରୁ ଆରମ୍ଭ ହେବ ଏୟାର କାର୍ଗୋ ସେବା
- ୨୦୨୫-୨୬ ଆର୍ଥିକ ବର୍ଷରେ ସମୁଦାୟ ୪୪.୮୨ ମିଲିଅନ୍ ଟନ୍ ଖଣିଜ ଉତ୍ପାଦନ ରେକର୍ଡ
Comments are closed.