ବରଗଡ଼ : ଜୀରା ନଦୀ ପାଣି ସୁଅରେ ଭାସିଲେ ବାଇକ ଆରୋହୀ । ଅମ୍ବାପାଲି ଓ ବରଗଡ଼ ସହରକୁ ସଂଯୋଗ କରୁଥିବା ବେଳେ ଜିରା ନଦୀ ଉପରେ ଏକ ଅସ୍ଥାୟୀ ରାସ୍ତା ନିର୍ମାଣ କରାଯାଇଛି । ବାଇକରେ ଆସୁଥିବା ଜଣେ ବ୍ୟକ୍ତି ଏହି ରାସ୍ତା ଦେଇ ଆସୁଥିବା ସମୟରେ ବାଇକ ସହ ଭାସିଯାଉଥିବା ସ୍ଥାନୀୟ ଲୋକେ ଦେଖିଥିଲେ । ପରେ ସ୍ଥାନୀୟ ଲୋକଙ୍କ ସହାୟତାରେ ଏହି ବାଇକ ଆରୋହୀ ଉଦ୍ଧାର ହୋଇଛନ୍ତି ।ପ୍ରତିଦିନ ଶହ ଶହ ଲୋକ ଏହି ରାସ୍ତା ଦେଇ ଯିବା ଆସିବା କରନ୍ତି । ହେଲେ ପାଣି ସୁଅରେ ରାସ୍ତା ଏବେ ଧୋଇ ହୋଇଯାଇଛି । ପ୍ରବଳ ବର୍ଷା ଯୋଗୁଁ ଜୀରା ନଦୀର ଜଳସ୍ତର ବଢ଼ିବାରେ ଲାଗିଛି ।
BREAKING NEWS
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
Comments are closed.