Latest Odisha News

BREAKING NEWS

ମାତ୍ର କେଇ ସେକେଣ୍ଡର କାହାଣୀ

ଭୁବନେଶ୍ୱର: ଜୀବନ ମୃତ୍ୟୁର ଖେଳ ତ ସବୁବେଳେ ଚାଲେ । ହେଲେ ଶେଷରେ ମୃତ୍ୟୁ ହିଁ ବିଜୟଲାଭ କରିଥାଏ । ହେଲେ ଆମ ମଧ୍ୟରୁ ବହୁତ କମ ଲୋକ ଥିବେ, ଯିଏ କି ମୃତ୍ୟୁକୁ ଅତି ନିକଟରୁ ଦେଖିଥିବେ । ଏହିଭଳି ଏକ ଘଟଣାର ସିସିଟିଭି ଫୁଟେଜ ଆମ ହାତରେ ଲାଗିଛି । ଯାହାକୁ ଦେଖିଲେ ଆପଣ ବି ଭାବିବେ, ସତରେ ମୃତ୍ୟୁ କେତେବେଳେ ବି ଆମକୁ ଡାକରା ଦେଇପାରେ ।

 

Leave A Reply

Your email address will not be published.