କୋଲକାତା: ମାସ୍କ ନ ପିନ୍ଧିବାରୁ ଦିବ୍ୟାଙ୍ଗ ପୁଅକୁ ଗଲା କାଟି ହତ୍ୟା କଲା ବାପା । ଏଭଳି ଅଭାବନୀୟ ଘଟଣା ଘଟିଛି ପଶ୍ଚିମବଙ୍ଗରେ । ଏହାପରେ ହତ୍ୟାକାରୀ ବାପା ପୋଲିସ ଷ୍ଟେସନକୁ ଯାଇ ଆତ୍ମ ସମର୍ପଣ କରିଛି ।
ସୂଚନାମୁତାବକ, ଶନିବାର ଅପରାହ୍ନରେ ଅଭିଯୁକ୍ତ ବଂଶିଧର ମଲ୍ଲିକ ନିଜ ୪୫ ବର୍ଷୀୟ ଦିବ୍ୟାଙ୍ଗ ପୁଅକୁ ବାହାରକୁ ଯିବା ସମୟରେ ମାସ୍କ ପିନ୍ଧିବାକୁ କହିଥିଲେ । କିନ୍ତୁ ପୁଅ ଶୁଣିନଥିଲା । ଏହପରେ ବଂଶିଧର ରାଗିଯାଇ ପୁଅର ଗଳା କାଟି ହତ୍ୟା କରିଥିଲେ । ହତ୍ୟା କରିବା ପରେ ସନ୍ଧ୍ୟାରେ ବଂଶିଧର ଶ୍ୟାମପୁକୁର ପୋଲିସ ଷ୍ଟେସନକୁ ଆସି ଆତ୍ମ ସମର୍ପଣ କରିଛନ୍ତି ।
ପୋଲିସ ଅଭିଯୁକ୍ତର ଘରକୁ ଯାଇ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଖୋଲତାଡ ଆରମ୍ଭ କରିଛି । ସେପଟେ ଅଭିଯୁକ୍ତଙ୍କ ବିରୋଧରେ ପୋଲିସ ହତ୍ୟା ମାମଲା ରୁଜୁ କରିଛି ।
BREAKING NEWS
- NCBର ବଡ଼ କାର୍ଯ୍ୟାନୁଷ୍ଠାନ; ୮୧୩କିଲୋ ଗଞ୍ଜେଇ ଜବତ, ତିନି ଗିରଫ
- ବିଜୟ ଉତ୍ସବରେ ଅଘଟଣ; ବାଣ ଫୁଟି କନଷ୍ଟେବଳ ଗୁରୁତର
- Gopalpur Beach Festival: ଗୋପାଳପୁର ବେଳାଭୂମି ମହୋତ୍ସବ ତାରିଖ ଘୁଞ୍ଚିଲା;୨୨ ନୁହେଁ …
- ବଡ଼ ଧରଣର ଡକାୟତି ଯୋଜନାକୁ ଫେଲ କଲା ପୋଲିସ; ୫ ଡକାୟତ ଗିରଫ
- ଆହୁରି ୩ ଦିନ କଲବଲ କରିବ ଶୀତ…
- Men’s Hockey India League 2026: କଳିଙ୍ଗର କ୍ରମାଗତ ଚତୁର୍ଥ ବିଜୟ ;ପରବର୍ତ୍ତୀ ମ୍ୟାଚ ଭୁବନେଶ୍ବରରେ…
- ମିଚେଲଙ୍କ ଶତକ ଆଗରେ ଫିକା ପଡିଲା ରାହୁଲଙ୍କ ପ୍ରଦର୍ଶନ: ସିରିଜ ବରାବର କଲା ନ୍ୟୁଜିଲାଣ୍ଡ
- ଶାନ୍ତି ଓ ଅହିଂସାର ବାର୍ତ୍ତା ଦେଉଛି ଉଦୟଗିରିରେ ଆୟୋଜିତ ଅନ୍ତର୍ଜାତୀୟ ବୌଦ୍ଧ ସମ୍ମିଳନୀ; ବୌଦ୍ଧ ଧର୍ମ ପୁସ୍ତକ ଉନ୍ମୋଚିତ
- ୧୩ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ; ଜଣେ ଅଭିଯୁକ୍ତ ଗିରଫ
- ମଜଭୁତ ହେଉଛି ଭାରତୀୟ ପାସପୋର୍ଟ; ଏବେ ୫୫ ଦେଶରେ ଭିସା ଫ୍ରି ଏଣ୍ଟ୍ରି…
Comments are closed.