ରାୟଗଡ଼ା : ରାୟଗଡ଼ା ରେ ଜଘଣ୍ୟ ହତ୍ୟାକାଣ୍ଡ । ରାୟଗଡ଼ା ଜିଲ୍ଲା ଆମ୍ବଡୋଳା ରଘୁବୀର ଗାଁ ରେ ଏପରି ଅଭାବନୀୟ ଘଟଣା ଘଟିଛି। ରଘୁବାରୀ ଗାଁ ର ଶିବ ଡଙ୍ଗରିଙ୍କୁ କେହି ଦୁର୍ବୁତ୍ତ ଏକ ଦୋକାନ ସମ୍ମୁଖରେ ବେକ କାଟି ହତ୍ୟା କରିଥିବା ଜଣାପଡ଼ିଛି । ହତ୍ୟା କାରି ଜଣକ ଫେରାର ହୋଇଯାଇଛି । ପରେ ଆମ୍ବଡୋଳା ପୋଲିସ ପହଁଚି ଶବକୁ ଜବତ କରିବା ସହ ବ୍ୟବଚ୍ଚେଦ ପାଇଁ ପଠାଇଛି। କଣ ପାଇଁ ଶିବ ଡଙ୍ଗରିକୁ ହତ୍ୟା କରାଯାଇଛି ତାହା ଜଣାପଡ଼ିନାହିଁ। ଅଧିକ ତଦନ୍ତ ପରେ ହିଁ ହତ୍ୟା କାଣ୍ଡର କାରଣ ସ୍ପଷ୍ଟ ହେବ ବୋଲି ପୋଲିସ ସୂଚନା ଦେଇଛି।
BREAKING NEWS
- ଦୁର୍ଗାପୂଜା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜି; ୧,୨୪୩ଟି ପୂଜା ମଣ୍ଡପରେ…
- ଲସ୍ ଆଞ୍ଜେଲସରେ ହେବ ‘ରାମାୟଣ’ର ୱାର୍ଲ୍ଡ ପ୍ରିମିୟର
- ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେଙ୍କୁ ମୁମ୍ବାଇର ‘ଶିବତୀର୍ଥ’ ବାସଭବନରେ ଭେଟିଲେ ଅଭିନେତା ଆମିର ଖାଁ
- ରଣଜୀ ଟ୍ରଫି: ଓଡ଼ିଶାର ଭଲ ଆରମ୍ଭ ପରେ ମଜବୁତ ସ୍ଥିତିକୁ ଫେରିଲା କେରଳ, ସଚିନ୍ ବେବିଙ୍କ ଶତକ
- ବଲିଉଡ ଅଭିନେତା ଟାଇଗର ଶ୍ରଫଙ୍କ କାରକୁ ଗୁଳିମାଡ଼
- ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୨ୟ ଟେଷ୍ଟ୍ରେ ୧୦୦ ବର୍ଷର ଐତିହାସିକ ରେକର୍ଡ
- ଶୀତଳା ମାତା ମନ୍ଦିର ଦୁର୍ଘଟଣା; ଡ୍ରାଇଭରଙ୍କୁ ଜଣାନଥିଲା ରାସ୍ତା, ଗୁଗୁଲ୍ ମ୍ୟାପ୍ ପାଇଁ…
- ପ୍ରାଚୀନ ମିଶରରେ ବିରାଡ଼ିଙ୍କୁ ମାରିଲେ ମିଳୁଥିଲା ମୃତ୍ୟୁଦଣ୍ଡ — ଜାଣନ୍ତୁ କାହିଁକି ରହିଥିଲା ଏଭଳି କଡ଼ା କାନୁନ୍?
- ବାଲିଯାତ୍ରା ପଡ଼ିଆ ନିକଟରୁ ନାବାଳକ ମୃତଦେହ ଉଦ୍ଧାର, ହତ୍ୟା ଷଡ଼ଯନ୍ତ୍ର…
- ଭାରତ ସିରିଜ୍ରୁ ୨୮୫ କୋଟି ଟଙ୍କା ରୋଜଗାର, କିନ୍ତୁ ୱେଷ୍ଟଇଣ୍ଡିଜ୍ ପାଇବ ଶୂନ

Comments are closed.