ଛତିଶଗଡ: ପ୍ରଥମ ଥର ପାଇଁ ଭାରତୀୟ ବାୟୁସେନା କୌଣସି ଅଣ ନକ୍ସଲ ଅଂଚଳରେ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିଲା । ଛତିଶଗଡ ବିଳାଶପୁରର ଖୁଟାଘାଟ ଡ୍ୟାମରେ ଜଣେ ୪୩ ବର୍ଷୀୟ ବ୍ୟକ୍ତି ଫସି ରହିଥିଲେ । ପ୍ରାୟ ୧୨ ଘଣ୍ଟା ଧରି ଏକ ଗଛକୁ ଜାବୁଡି ଧରି ସେ ଜୀବନ ସହ ସଂଘର୍ଷ କରୁଥିଲେ । ସତରେ ଯେମିତି ପାଣିସ୍ରୋତରେ ଲେଖାହୋଇଥିଲା ତାଙ୍କ ମୃତ୍ୟୁର ଫର୍ମାନ୍ । ହେଲେ ଭାରତୀୟ ବାୟୁସେନା ଅତି ଜଟିଳ ପରିସ୍ଥିତିରେ ବ୍ୟକ୍ତିଙ୍କୁ ଉଦ୍ଧାର କରିଥିଲା ।
BREAKING NEWS
- Men’s Hockey India League 2026: ଘରୋଇ ଗ୍ରାଉଣ୍ଡରେ କଳିଙ୍ଗ ଲାନସର୍ସର ବୃହତ ବିଜୟ, ଟପ୍ -୪ରେ ସ୍ଥାନ କଲା ପକ୍କା
- Mahanadi Water Dispute: ଛତିଶଗଡ଼ ଯିବେ ରାଜ୍ୟ ସରକାରଙ୍କ ମହାନଦୀ କମିଟି
- Cross-Border Arms Terror Module: ପାକିସ୍ତାନରୁ ପଠାଯାଇଥିବା ବିପୁଳ ଅସ୍ତ୍ରଶସ୍ତ୍ର ଉଦ୍ଧାର;କ୍ଷେତରେ ଲୁଚାଯାଇଥିଲା…
- ସସପେନ୍ସ ଭିତରେ ସସପେଣ୍ଡ୍…ହେଲେ କଳି ଗଲାଣି ବଳି
- Brown sugar Seized; ଚାଲିଥିଲା ବ୍ରାଉନସୁଗାର ଡିଲ୍; ମାଡ଼ି ବସିଲା ପୋଲିସ, ୨ ଗିରଫ
- ଇନ୍ଦୋରରେ ବ୍ୟାଟ୍ସମ୍ୟାନଙ୍କ ଭୂସ୍ୱର୍ଗରେ ଟିମ ଇଣ୍ଡିଆ ପଲା ଭାରୀ
- Phulbani Accident: ଦୁର୍ଘଟଣାରେ ଜଳିଗଲା ଅଟୋ-କାର୍;ଜଣେ ଜୀବନ୍ତ ଦଗ୍ଧ,ଗୁରୁତର ମେଡିକାଲ୍ରେ …
- ଖଣ୍ଡଗିରି ମେଳା ପାଇଁ ସ୍ବତନ୍ତ୍ର ପ୍ରସ୍ତୁତି; ଲାଗିବ ୧୦୦ ସିସିଟିଭି, ରହିବ ବ୍ୟାପକ ପୋଲିସ ବ୍ୟବସ୍ଥା
- ମ୍ୟାଚ ଜିତାଇବ ବୋଲି କହି ଫସିଲେ ତାନ୍ତ୍ରିକ: ଟିମ ହାରିଲା ଦେଲେ ୩୬ ଲକ୍ଷ
- ଶିବ ମନ୍ଦିର ଭିତରୁ ପୂଜକଙ୍କ ମୃତଦେହ ଉଦ୍ଧାର
Comments are closed.