ଛତିଶଗଡ: ପ୍ରଥମ ଥର ପାଇଁ ଭାରତୀୟ ବାୟୁସେନା କୌଣସି ଅଣ ନକ୍ସଲ ଅଂଚଳରେ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିଲା । ଛତିଶଗଡ ବିଳାଶପୁରର ଖୁଟାଘାଟ ଡ୍ୟାମରେ ଜଣେ ୪୩ ବର୍ଷୀୟ ବ୍ୟକ୍ତି ଫସି ରହିଥିଲେ । ପ୍ରାୟ ୧୨ ଘଣ୍ଟା ଧରି ଏକ ଗଛକୁ ଜାବୁଡି ଧରି ସେ ଜୀବନ ସହ ସଂଘର୍ଷ କରୁଥିଲେ । ସତରେ ଯେମିତି ପାଣିସ୍ରୋତରେ ଲେଖାହୋଇଥିଲା ତାଙ୍କ ମୃତ୍ୟୁର ଫର୍ମାନ୍ । ହେଲେ ଭାରତୀୟ ବାୟୁସେନା ଅତି ଜଟିଳ ପରିସ୍ଥିତିରେ ବ୍ୟକ୍ତିଙ୍କୁ ଉଦ୍ଧାର କରିଥିଲା ।
BREAKING NEWS
- ଗଣେଶ ଭସାଣି ବେଳେ ଗଣ୍ଡଗୋଳ; ପଥରମାଡରେ ୬ ପୋଲିସ କର୍ମୀ ଆହତ
- UP Temple Case: ମନ୍ଦିର ମାଲିକାନା ପାଇଁ ମର୍ଡର
- ରାଜଧାନୀରେ ଲଜ୍ଜା, ବନ୍ଧୁକ ମୁନରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ
- ଗରମରେ ସିଝିବ ଅକ୍ଟୋବର! ଶକ୍ତିଶାଳୀ ଏଲ୍ ନିନୋ ନେଇ ଚିନ୍ତା…
- ମହାନଦୀ ଜଳ ବିବାଦକୁ ନେଇ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ- ବୈଠକରେ ଯାହା ନିଷ୍ପତ୍ତି ହେବ ମାନିବୁ
- Smit Machchhar: ମରଣ ସହ ଲଢି ବୀରତ୍ବ ଦେଖାଇଲେ ଭାରତୀୟ ପାଇଲଟ୍…ସଲାମ୍ କରୁଛି ବିଶ୍ବ! ସୋସିଆଲ ମିଡିଆରେ ସ୍ମିତଙ୍କୁ ‘ଥାଙ୍କ୍ ୟୁ’ ବର୍ଷା…
- ବିଦାୟ ନେଉଛି ମୌସୁମୀ, ରାଜ୍ୟରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ
- ସୁଧୁରୁଛି ବନ୍ୟା ସ୍ଥିତି; ପୁନରୁଦ୍ଧାର କାର୍ଯ୍ୟ ପାଇଁ ଆଜି ଭଦ୍ରକରେ ୧୩୧ ସ୍କୁଲ ଛୁଟି
- Flydubai Attack: ମଝି ଆକାଶରେ ‘ଦେବଦୂତ’ ସାଜିଲେ ପ୍ଲମ୍ବର, ପାଣି ପାଇପ୍ ସଜାଡୁଥିବା ମଣିଷଟି ୧୭୪ ଜଣଙ୍କ ସଂସାର ଉଜୁଡିବାରୁ ବଞ୍ଚାଇ ଦେଲା!
- ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ; ୨ ମୃତ, ବହୁ ଗୁରୁତର


Comments are closed.