ପୁରୀ : ଅନ୍ତର୍ଜାତୀୟ ମହିଳା ଦିବସରେ ଅବସରରେ ପୁରୀ ବେଳା ଭୂମିରେ ସୁନ୍ଦର ବାଲୁକା କଳା । ଆସନ୍ତା କାଲି ମାର୍ଚ୍ଚ ୮ ତାରିଖରେ ଦେଶ ପାଳିବ ଆନ୍ତର୍ଜାତୀୟ ମହିଳା ଦିବସ । ଏହି ଅବସରରେ ପୁରୀ ବେଳାଭୂମିରେ ସୁନ୍ଦର ବାଲୁକା କଳା ନିର୍ମାଣ ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି ବାଲୁକା ଶିଳ୍ପୀ ମାନସ ସାହୁ । ମହିଳା ଓ ପୁରୁଷ ମାନଙ୍କ ସମ୍ମାନାର୍ଥେ ପୁରୀ ବେଳା ଭୂମିରେ ସୁନ୍ଦର ବାଲୁକା କଳା ନିର୍ମାଣ ହୋଇଛି । ଦୀର୍ଘ ୭ ଘଣ୍ଟା କାଳ ପରିଶ୍ରମ କରି ବାଲୁକା ଶିଳ୍ପୀ ମାନସ ତିଆରି କରିଛନ୍ତି ସୁନ୍ଦର ବାଲୁକା କଳା।
BREAKING NEWS
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
Comments are closed.