ପୁରୀ : ଅନ୍ତର୍ଜାତୀୟ ମହିଳା ଦିବସରେ ଅବସରରେ ପୁରୀ ବେଳା ଭୂମିରେ ସୁନ୍ଦର ବାଲୁକା କଳା । ଆସନ୍ତା କାଲି ମାର୍ଚ୍ଚ ୮ ତାରିଖରେ ଦେଶ ପାଳିବ ଆନ୍ତର୍ଜାତୀୟ ମହିଳା ଦିବସ । ଏହି ଅବସରରେ ପୁରୀ ବେଳାଭୂମିରେ ସୁନ୍ଦର ବାଲୁକା କଳା ନିର୍ମାଣ ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି ବାଲୁକା ଶିଳ୍ପୀ ମାନସ ସାହୁ । ମହିଳା ଓ ପୁରୁଷ ମାନଙ୍କ ସମ୍ମାନାର୍ଥେ ପୁରୀ ବେଳା ଭୂମିରେ ସୁନ୍ଦର ବାଲୁକା କଳା ନିର୍ମାଣ ହୋଇଛି । ଦୀର୍ଘ ୭ ଘଣ୍ଟା କାଳ ପରିଶ୍ରମ କରି ବାଲୁକା ଶିଳ୍ପୀ ମାନସ ତିଆରି କରିଛନ୍ତି ସୁନ୍ଦର ବାଲୁକା କଳା।
BREAKING NEWS
- ଦୀର୍ଘ ୧୪ ବର୍ଷ ପରେ ଦୁଲୀପ ଟ୍ରଫି ଚାମ୍ପିୟନ୍ ହେଲା ଇଷ୍ଟ ଜୋନ୍
- ପାକିସ୍ତାନକୁ ୧୯-୦ ଗୋଲରେ ପରାସ୍ତ କରି ସେମିଫାଇନାଲରେ ଭାରତ
- ନବୋଦୟ ବିଦ୍ୟାଳୟ ଶିକ୍ଷକଙ୍କ ମାଡ଼ରେ ଭାଙ୍ଗିଗଲା ଛାତ୍ରଙ୍କ ଦାନ୍ତ; ଚିକିତ୍ସାଳୟରେ ଭର୍ତ୍ତି
- ଟିପିଏନ୍ଓଡ଼ିଏଲ୍ର ‘ସୌର ରଥ’ ଅଭିଯାନ ଶୁଭାରମ୍ଭ: ରୁଫ୍ଟପ୍ ସୋଲାର ଆପଣାଇବାରେ ବାଲେଶ୍ୱର ରାଜ୍ୟରେ ପ୍ରଥମ
- UAE ଅର୍ଥମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ନିବେଶ ପାଇଁ ଆମନ୍ତ୍ରଣ
- Virushka in “Hanuman Ansh”: ଦର୍ଶକଙ୍କ ମନ କିଣୁଛି ‘ହନୁମାନ ଅଂଶ’, ଆସିବ ସିକ୍ବେଲ୍…ପାର୍ଟ-୨ରେ ହେବ ବିରାଟ-ଅନୁଷ୍କାଙ୍କ ଏଣ୍ଟ୍ରି?
- ‘Rahul mian’: ରାହୁଲ ମିଆଁ ବୋଲି ଡାକି କଲେ ସମ୍ବୋଧନ, ବିଦେଶୀ ସଂସ୍କୃତିରେ ବଢ଼ିଛନ୍ତି କହି ତାତ୍ସଲ୍ୟ କଲେ ନିତିନ ନବୀନ…
- ପାକିସ୍ତାନ ୧୯ ବର୍ଷରୁ କମ୍ କ୍ରିକେଟ୍ ଟିମ୍କୁ ଘେରିଲେ ବିକ୍ଷୋଭକାରୀ: ହୋଟେଲ ଆଗରେ ହଙ୍ଗାମା
- ବିଦ୍ୟୁତ ଖୁଣ୍ଟକୁ ପିଟି ଜଳିଗଲା ଟ୍ରକ୍: ଡ୍ରାଇଭର ମୃତ, ୨୦୦ ଛେଳି ଜୀବନ୍ତ ଦଗ୍ଧ
- ପାରାଦୀପ ବନ୍ଦରରେ ଦୁଇଟି ଡ୍ରାଏ ବଲ୍କ ବର୍ଥ ବିକାଶ ପାଇଁ ଲେଟର୍ ଅଫ୍ ଆୱାର୍ଡ ହାସଲ କଲା ଆଦାନୀ ପୋର୍ଟସ୍ ଆଣ୍ଡ୍ ଏସ୍ଇଜେଡ୍


Comments are closed.