Latest Odisha News

BREAKING NEWS

ଚିତ୍ରକୋଣ୍ଡାରେ ବିଜୟୀ ହେଲେ କଂଗ୍ରେସ ପ୍ରାର୍ଥୀ ମଙ୍ଗୁ ଖିଲ

ମାଲକାନଗିରି: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଭୋଟ ଗଣତି ଜାରି ରହିଛି । ଏହା ଭିତରେ ଚିତ୍ରକୋଣ୍ଡାର ବିଜୟ ହାସଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ମଙ୍ଗୁ ଖିଲା । ୯ ହଜାର ୩୯୮ ଭୋଟରେ ନିକଟତମ ପ୍ରତିଦ୍ବନ୍ଦୀ ବିଜେପିର ଡମ୍ବରୁ ସିସାଙ୍କୁ ପରାସ୍ତ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ମଙ୍ଗୁ ଖିଲ ।

ମଙ୍ଗୁ ଖିଲାଙ୍କୁ ମୋଟ ୫୫ ହଜାର ୧୮୮ ଖଣ୍ଡ ଭୋଟ ମିଳିଥିବା ବେଳେ ନିକଟତମ ପ୍ରତିଦ୍ବନ୍ଦୀ ଭାଜପା ପ୍ରାଥୀ ଡ଼ମ୍ବୁରୁ ସୀସାଙ୍କୁ ୪୫ ହଜାର ୭୯୦ ଖଣ୍ଡ ଭୋଟ ମିଳିଛି ।

Leave A Reply

Your email address will not be published.