ନୂଆଦିଲ୍ଲୀ: ମଣିପୁରର ମୁଖ୍ୟମନ୍ତ୍ରୀ ଏନ ବିରେନ୍ ସିଂ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଏହି ସୂଚନା ତାଙ୍କ ଅଫିସିଆଲ୍ ଫେସବୁକ୍ ପେଜରେ ଦେଇଛନ୍ତି। ସେ ଲେଖିଛନ୍ତି ଯେ, ”କରୋନା ସଂକ୍ରମଣର କିଛି ଲକ୍ଷଣ ଅନୁଭବ କରିବା ପରେ ମୋର ଆଜି ଏକ କୋଭିଡ ପରୀକ୍ଷା କରାଯାଇଥିଲା, ଯାହା ସକରାତ୍ମକ ବୋଲି ଜଣାପଇଛି। ସିଂ ଅନୁରୋଧ କରିଛନ୍ତି ଯେ ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ବିଶେଷ ମଧ୍ୟ ସେମାନଙ୍କର କୋଭିଡ୍ ପରୀକ୍ଷା କରାଇ ନିଅନ୍ତୁ। ଏହା ସହ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ ମୁଁ ବର୍ତ୍ତମାନ ସୁସ୍ଥ ଅଛି।” ଏଥି ସହ କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲ ଟ୍ୱିଟ କରି ସିଏମ୍ ଏନ ବିରେନ ସିଂଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।
BREAKING NEWS
- ଆଇଟିଇଆର ରେ “ଚକ୍ରବ୍ୟୁହ” ଓ “ଜେନେସିସ” ଉଦ୍ଘାଟିତ
- ଚେନ୍ନାଇର କ୍ରମାଗତ ଦ୍ୱିତୀୟ ପରାଜୟ
- Railway zone:ପଲାସା ଓ ଇଚ୍ଛାପୁରମ ଅଞ୍ଚଳକୁ ଦକ୍ଷିଣତଟ ରେଳବାଇରେ ମିଶ୍ରଣକୁ ବିଜେଡିର ବିରୋଧ
- Earthquake: ଥରିଲା ଉତ୍ତର ଭାରତ;ଭୂମିକମ୍ପର କେନ୍ଦ୍ରସ୍ଥଳ…
- West Bengal Polls: ସରକାରୀ ଅଧିକାରୀ ମମତା ବାନାର୍ଜୀଙ୍କ ଦଳ ପାଇଁ ପ୍ରଚାର କରୁଥିଲେ; ECIର କାର୍ଯ୍ୟାନୁଷ୍ଠାନ ଗ୍ରହଣ
- Terror module:ପାକ୍ ହ୍ୟାଣ୍ଡଲରଙ୍କ ସହ ଲିଙ୍କ୍ ଥିବା ‘ଆତଙ୍କବାଦୀ ମଡ୍ୟୁଲ୍’ର ୪ସଦସ୍ୟଙ୍କୁ ଗିରଫ କଲା ATS
- ମାଲଦାରେ ୭ ନ୍ୟାୟିକ ଅଧିକାରୀଙ୍କୁ ଘେରାଉ ଘଟଣା; ମାଲଦାରେ ଯାଞ୍ଚ କରୁଛି ଏନଆଇଏ ଟିମ୍
- ଜନ୍ମ କଲା ମାଆକୁ ବିଷ ଖୁଆଇ ହତ୍ୟା କଲା ପୁଅ; ଗଛରେ ବାନ୍ଧି ପିଟିଲେ ଗ୍ରାମବାସୀ
- ଅଧିନାୟକ ପଦ ହରାଇବେ କି ରାହାଣେ
- ପାଟିରେ ପଶିଗଲା କଉ ମାଛ…ଚାଲିଗଲା ଯୁବକଙ୍କ ଜୀବନ
Comments are closed.