ନୂଆଦିଲ୍ଲୀ: ମନୋଜ ବାଜପେୟୀ, ଦିଲଜିତ ଦୋସାଞ୍ଜ ଏବଂ ଫାତିମା ସାନା ଶେଖଙ୍କ ‘ସୁରଜ୍ ପେ ମଙ୍ଗଲ ଭାରୀ’ ଚଳଚ୍ଚିତ୍ର ନଭେମ୍ବର ୧୫ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବାକୁ ଯାଉଛି। ଏହି ଚଳଚ୍ଚିତ୍ରଟି ଦିୱାଲୀରେ ଦେଶର ସିନେମା ହଲ୍ରେ ପ୍ରଦର୍ଶିତ ହେବ। ୯୦ ଦଶକର ପୃଷ୍ଠଭୂମି ଉପରେ ଆଧାରିତ ଏହି ଚଳଚ୍ଚିତ୍ରଟି ହେଉଛି ଏକ ବିବାହ ଗୁପ୍ତଚରଙ୍କ କାହାଣୀ। ଏହି ଚଳଚ୍ଚିତ୍ରରେ ଅନ୍ନୁ କପୁର, ମନୋଜ ପହୱା, ସୀମା ପହୱା, ସୁପ୍ରିୟା ପିଲଗାଓଁକର, ନେହା ପେଣ୍ଡସେ, ମନୁଜ ଶର୍ମା, ନୀରଜ ସୁଦ, ଅଭିଷେକ ବାନାର୍ଜୀ, ବିଜୟ ରାଜ, କରିସ୍ମା ତନ୍ନା ଏବଂ ବଂଶିକା ଶର୍ମା ପ୍ରମୁଖ ଭୂମିକାରେ ଅଭିନୟ କରିଛନ୍ତି।
BREAKING NEWS
- ମା’କୁ ମାରି ରୋଷେଇ ଘରେ ପ୍ଲାଷ୍ଟର କରିବା ଘଟଣା: ପୁଅକୁ ଝାଡ଼ଖଣ୍ଡରୁ ଗିରଫ କଲା ପୋଲିସ
- ମ୍ୟାଟ୍ରିମୋନିଆଲ୍ ସାଇଟ୍ରେ ପ୍ରେମ ଜାଲ: ବିବାହ ଆଶା ଦେଖାଇ କୋଟିଏ ଟଙ୍କା ଚୂନ
- ଭାରତରୁ ନିଜ ଦେଶ ଇଣ୍ଡୋନେସିଆକୁ ଫେରିଲା ଓରାଙ୍ଗଉଟାନ ଶାବକ
- Trump slams Emmanuel Macron: ‘ଖୁବ୍ଶୀଘ୍ର ମୁସଲିମ୍ ସହର ହୋଇଯିବ ପ୍ୟାରିସ୍!’ ଫ୍ରାନ୍ସର ଅଶାନ୍ତିକୁ ନେଇ ମାକ୍ରୋନ୍ଙ୍କୁ ଟ୍ରମ୍ପଙ୍କ ଟାର୍ଗେଟ୍, ସୀମା ବନ୍ଦ କରିବାକୁ ପରାମର୍ଶ
- Naveen or Mohan?: ନବୀନ ନା ମୋହନ-କିଏ ଓଡ଼ିଶାର ବେଶୀ ପ୍ରିୟ? ଛାତ୍ର ନିର୍ବାଚନ ଫଳାଫଳ ଦେଲା ନୂଆ ରାଜନୈତିକ ସଙ୍କେତ!
- Low-Pressure System: ଅକ୍ଟୋବର ଶେଷରେ ପୁଣି ବାତ୍ୟା ଭୟ? ବଙ୍ଗୋପସାଗରରେ ବଳ ଗୋଟାଉଛି ଆଉ ଏକ ସିଷ୍ଟମ୍! ୨୫ ପରେ ଆଉ ଏକ ଲଘୁଚାପ!
- Tiger Shroff Attack: ଲରେନ୍ସର ଅଣ୍ଡରୱାର୍ଲ୍ଡ ସାମ୍ରାଜ୍ୟ; ସାବରମତୀ ଜେଲ୍ରୁ ବିଦେଶ ଯାଏଁ ବିଛାଇଛି ନେଟୱର୍କ! ସଲମାନଙ୍କ ପିଛା ଛାଡୁନି…ଟାଇଗରଙ୍କ ଉପରେ ଗୁଳିମାଡ଼ ପରେ ‘ଡି-କମ୍ପାନୀ’କୁ ନେଇ ଚର୍ଚ୍ଚା
- Vijaya Dashami: ମଣ୍ଡପରେ ମନମୋହୁଛି ମା’ଙ୍କ ମୃଣ୍ମୟୀ ରୂପ…ଆଜି ବିଜୟା ଦଶମୀ; ଅଧର୍ମ ଉପରେ ଧର୍ମର ବିଜୟ, ଶକ୍ତି ଓ ନୂତନ ଆରମ୍ଭର ପବିତ୍ର ପର୍ବ…
- ଡରିବିନି ଡିସେମ୍ବରରେ ବାଂଲାଦେଶ ଯିବି, ‘ଭୟ ମୋର କର୍ତ୍ତବ୍ୟ ସ୍ଥିର କରିପାରିବ ନାହିଁ’ : ହସିନା
- ଅକ୍ଟୋବରରେ ୨୩ରେ ‘ପିପୁଲ୍ ଏଗେନଷ୍ଟ SIR’ ପକ୍ଷରୁ ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା

Comments are closed.