ଦିଲ୍ଲୀ :ଗୁଆଟେମାଲାର ରାଷ୍ଟ୍ରଦୂତ ଭାବେ ନିଯୁକ୍ତ ହେଲେ ଓଡିଆ ଆଇଏଫ୍ଏସ୍ ଅଧିକାରୀ ।୨୦୦୦ ବ୍ୟାଚର ଭାରତୀୟ ବିଦେଶ ସେବା ଅଧିକାରୀ ମନୋଜ କୁମାର ମହାପାତ୍ର କେନ୍ଦ୍ରୀୟ ଆମେରିକୀୟ ଦେଶ ଗୁଆଟେମାଲା ପାଇଁ ଭାରତୀୟ ରାଷ୍ଟ୍ରଦୂତ ଭାବେ ନିଯୁକ୍ତ ହୋଇଛନ୍ତି । ମନୋଜ ଖୁବ୍ ଶିଘ୍ର ନିଜର କାର୍ଯ୍ୟଭାର ଗ୍ରହଣ କରିବେ ବୋଲି ଭାରତୀୟ ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି । ସେ ପୂର୍ବରୁ ବାଣିଜ୍ୟମନ୍ତ୍ରୀଳୟ ୱାସିଂଟନରେ ଥିବା ଭାରତୀୟ ଦୂତବାସ ଓ ନ୍ୟୁୟର୍କରେ ଥିବା ଭାରତୀୟ କନସୁଲେଟରେ ଡେପୁଟି କନସୁଲ ଜେନେରାଲ ଭାବେ ଅବସ୍ଥାପିତ ଥିଲେ । ହେଲେ ଏବେ ସେ ଗୁଆଟେମାଲାର ରାଷ୍ଟ୍ରଦୂତ ନିଯୁକ୍ତି ପାଇଛନ୍ତି ।
BREAKING NEWS
- ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାକ୍ଷାତ କଲେ ଓଡ଼ିଶା ରାଜ୍ୟପାଳ ଡ଼.ହରି ବାବୁ କମ୍ଭମପାଟି
- ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ ମୋଦି, ଲାଲ ବାହାଦୁର ଶାସ୍ତ୍ରୀଙ୍କୁ ମନେ ପକାଇଲେ
- ନୂଆଦିଲ୍ଲୀରେ ଲାଗୁ ହେଲା BNSSର ଧାରା ୧୬୩
- ସୁନ୍ଦରପନ୍ଦା ବୋମା ବିସ୍ଫୋରଣ ମାମଲା, ୨ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା NIA
- ଏସୀୟ କ୍ରୀଡ଼ା: ୭୫ ବର୍ଷରେ ପ୍ରଥମ ଥର ପାଇଁ ଭାରତୀୟ ମହିଳା ରିକର୍ଭ ଟିମ୍ ଜିତିଲା ସ୍ୱର୍ଣ୍ଣ ପଦକ
- ଦଶହରାରେ ପୁଣି ବାତ୍ୟା ଭୟ! ଆସୁଛି ଆଉ ଏକ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା
- ଶ୍ରୀ ଜଗନ୍ନାଥଙ୍କ ଖାତାକୁ ଫେରିବ ମହାପ୍ରଭୁଙ୍କ ଅମୃତ ମଣୋହି ଜମି: ଓଡ଼ିଶା ରାଜସ୍ୱ ପର୍ଷଦ
- ପୁଣି ଭାରତ – ପାକିସ୍ତାନ ମ୍ୟାଚ୍: ଜାଣନ୍ତୁ କେବେ ଖେଳାଯିବ ଏହି ହାଇ ଭୋଲ୍ଟେଜ ମ୍ୟାଚ୍
- Diveagar Beach Tragedy:ପିକନିକ୍ ହେଲା କାଳ;ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ
- ମହାନଦୀ ବିବାଦ ସମାଧାନର ନିକଟତର ହେଉଛୁ,ଅନ୍ୟ ରାଜ୍ୟମାନଙ୍କ ପାଇଁ ‘ମଡେଲ ଡିସ୍ପୁଟ ରିଜୋଲ୍ୟୁସନ୍’ହେବ: ମୁଖ୍ୟମନ୍ତ୍ରୀ

Comments are closed.