Latest Odisha News

BREAKING NEWS

ମାଓବାଦୀଙ୍କ ବର୍ବର କାଣ୍ଡ, ପୋଲିସ ଇନଫର୍ମର ସନ୍ଦେହରେ ୨ଜଣଙ୍କୁ ହତ୍ୟା

ମାଲକାନଗିରି: ପୁଣି ମାତିଲେ ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡଢ ବିଜାପୁର ଜିଲ୍ଲାରେ ମାଓବାଦୀମାନେ ଘଟାଇଛନ୍ତି ବର୍ବରକାଣ୍ଡ । ପୋଲିସ ଇନଫର୍ମର ସନ୍ଦେହରେ ୨ଜଣ ଲୋକ ପ୍ରତିନିଧିଙ୍କୁ ପରିବାର ସମ୍ମୁଖରେ ଧାରୁଆ ଅସ୍ତ୍ରରେ ହତ୍ୟା କରିଛନ୍ତି ।

ମୃତକଦ୍ୱୟ ହେଲେ ଗଙ୍ଗଲା ଗାଁର ଉପସରପଞ୍ଚ ଧନିରାମ କୋରସା ଏବଂ ୱାଡ଼ ମେମ୍ବର ଗୋପଲ କୁଡ଼ିୟମ । ଏନେଇ  ବିଜାପୁର ଏସପି କମୋଲୋଚନ କଶ୍ୟପ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.