Latest Odisha News

BREAKING NEWS

ପୁଲିସ ଏନକାଣ୍ଟରରେ ଜଣେ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି : ପୁଣି ଏନକାଉଣ୍ଟର। ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି ପୁଲିସ ଓ ମାଓବାଦୀ।  ମାଲକାନଗିରି ଛତିଶଗଡ ସିମାନ୍ତ ନାରାୟଣପୁର ଜିଲ୍ଲାରେ ଏନକାଣ୍ଟର । ପୋଲିସ ଗୁଳିରେ ଜଣେ ହାର୍ଡକୋର ମାଓବାଦୀ ନିହତ ହୋଇଥିବା ସୁଚନା ।

ଘଟଣା ସ୍ଥଳରୁ ବନ୍ଧୁକ ସହ ଭାରି ମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ । ଘଟଣା ସ୍ଥଳରେ ବର୍ତ୍ତମାନ ସୁଦ୍ଧା ଚାଲିଛି ସର୍ଚ୍ଚ ଅପରେସନ ।

Comments are closed, but trackbacks and pingbacks are open.