Latest Odisha News

BREAKING NEWS

କୋରାପୁଟରେ ଭୋଟ୍ ବର୍ଜନ ଲାଗି ମାଓବାଦୀଙ୍କ ପୋଷ୍ଟର ଜାରି

କୋରାପୁଟ : ଓଡିଶାରେ ଲୋକସଭା ଓ ବିଧାନସଭା ନିର୍ବାଚନର ଅବ୍ୟବହିତ ପୂର୍ବରୁ ମାଓବାଦୀଙ୍କ ପକ୍ଷରୁ ଭୋଟ୍ ବର୍ଜନ ଲାଗି କୋରାପୁଟର ଜୟପୁର ସଦର ଥାନା ଅନ୍ତର୍ଗତ ପାଲିଗୁଡା ଗ୍ରାମରେ ମଙ୍ଗଳବାର ଦିନ ମାଓ ପୋଷ୍ଟର ଓ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି।
ପୁଟର ଜୟପୁର ସଦର ଥାନା ଅନ୍ତର୍ଗତ ପାଲିଗୁଡା ଗ୍ରାମରେ ମାଓ ପୋଷ୍ଟର ଓ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି।

ଖବର ପାଇ ପୋଲିସ ଉକ୍ତ ଗ୍ରାମରେ ପହଞ୍ଚି ମାଓ ପୋଷ୍ଟର ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।

ସେହିଭଳି ମାର୍ଚ୍ଚ ୨୯ ତାରିଖରେ ମଧ୍ୟ କଳାହାଣ୍ଡିର ଏମ୍ ରାମପୁର ଅଞ୍ଚଳରେ ମାଓ ପୋଷ୍ଟର ଓ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଥିଲା।

Leave A Reply

Your email address will not be published.