ରାୟଗଡ଼ା: ଲାଲବାହିନୀର ଲଙ୍କାକାଣ୍ଡ । ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ବୁଡ଼ାଗୁଡ଼ା ଗ୍ରାମରେ ହିଂସାକାଣ୍ଡ କରିଛନ୍ତି ମାଓବାଦୀ । ବୁଡାଗୁଡା ଗ୍ରାମରେ ଥିବା ଝଠଝଗଉ ନାମକ ଏକ ଠିକା କମ୍ପାନୀ କ୍ୟାମ୍ପରେ ବ୍ୟାପକ ପୋଡ଼ାଜଳା କରିଛନ୍ତି । ରାସ୍ତା ନିର୍ମାଣ ପାଇଁ ଥିବା ଗୋଟିଏ ଟ୍ରଲି ଓ ଟ୍ରକ୍ ସମେତ ଅନ୍ୟ ସାମଗ୍ରୀରେ ନିଆଁ ଲଗାଇ ଦେଲେ ମାଓବାଦୀ ।
ଗତକାଲି ରାତିରେ ପ୍ରାୟ ୨୦ ଜଣ ମାଓବାଦୀ ଠିକା କମ୍ପାନୀର କ୍ୟାମ୍ପକୁ ଆସିଥିଲେ । ଏହାପରେ ଗାଡ଼ି ସମେତ ଅନ୍ୟାନ୍ୟ ସାମଗ୍ରୀରେ ନିଆଁ ଲଗାଇ ପଳାଇଥିଲେ । ଆଜି ସକାଳୁ ଏହି ଘଟଣା ଜଣା ପଡିଥିଲା । ଏଥିସହ କ୍ୟାମ୍ପ ଗେଟ ନିକଟରେ ମାଓବାଦୀଙ୍କ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି । ଯେଉଁଥିରେ ସିପିଆଇ(ମାଓବାଦୀ) ଉଲ୍ଲେଖ ରହିଛି ।
BREAKING NEWS
- ବାଂଲାଦେଶକୁ ଧୋକା ଦେଲା ଚୀନ୍ : ଚାଇନା ନିର୍ମିତ ଟ୍ୟାଙ୍କ ବିସ୍ଫୋରଣରେ ୨ ଯବାନ ସହିଦ
- ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀଙ୍କ ଆହ୍ୱାନ
- ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ କରାଯାଇଥିବା ରିପୋର୍ଟକୁ ଖଣ୍ଡନ କଲା ECI
- ବଙ୍ଗରେ ତେଜୁଛି ‘ଆମିଷ’ ବିବାଦ: ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ରାଜ୍ୟ ବିଜେପି ମୁଖ୍ୟଙ୍କ ନିଶାନା, କହିଲେ-‘ବଙ୍ଗାଳୀମାନେ ମାଛ ଓ ମାଂସ ଖାଇବେ’
- Red Fort blast:NIAର ଚାର୍ଜସିଟ୍ରେ ଚାଞ୍ଚଲ୍ୟକର ଖୁଲାସା;ଲାଲକିଲ୍ଲା ବିସ୍ଫୋରଣ ମାମଲାର ଏହି ୩ଟି ଦିଗ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ…
- MMDR ଆଇନ ଓଡ଼ିଶା ସ୍ୱାର୍ଥ ବିରୋଧୀ କହି ଗର୍ଜିଲା ବିଜେଡି, ବିଜେପି କହିଲା ବିଜେଡି ଭୟ ସୃଷ୍ଟି କରୁଛି
- ରୁଟ ସୃଷ୍ଟି କଲେ ନୂଆ ଇତିହାସ: ପଛରେ ପଡ଼ିଲେ ପଣ୍ଟିଂ, ୱ
- ଭୂତଳ ଚାମ୍ବରରୁ ଚାଲିଥିଲା କଫ୍ ସିରପ କାରବାର; ୮୧୩ ବୋତଲ ଜବତ, ମହିଳା ଗିରଫ
- ଓଡ଼ିଶାର ଆର୍ଥିକ ସ୍ୱାଧୀନତା ଉପରେ କୁଠାରଘାତ: ଏମଏମଡିଆର୍ ଆଇନ ବିରୋଧରେ ରାଜଭବନରେ ଫେରାଦ ହେଲା ବିଜେଡି
- ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଅକ୍ଟୋବର ୧ ମଧ୍ୟରେ ବିଦ୍ୟାଭାରତୀଙ୍କୁ ତଳ କୋର୍ଟରେ ହାଜର ହେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

Comments are closed.