ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ରାଇଘର ହାତୀଗାଁ ରାସ୍ତାରେ ଗଛ କାଟି ରାସ୍ତା ବନ୍ଦ କରିଛନ୍ତି ମାଓବାଦୀ । ଏହାସହ ମାଓ ପୋଷ୍ଟର ଓ ବ୍ୟାନର୍ ମଧ୍ୟ ଲଗାଇଛନ୍ତି । ପୋଷ୍ଟରରେ ଜଙ୍ଗଲରୁ ଗଛ କଟାକୁ ବିରୋଧ କରାଯାଇଛି । ଏହାସହ ଜଙ୍ଗଲଜାତ ଦ୍ରବ୍ୟର ମୂଲ୍ୟ ନିର୍ଦ୍ଧାରଣ କରି ଶ୍ରମିକଙ୍କୁ ଉଚିତ୍ ମୂଲ୍ୟ ଦେବାକୁ ଦାବି କରିଛନ୍ତି ମାଓବାଦୀ । ରାସ୍ତା ଅବରୋଧ ସ୍ଥାନରେ ଟିଫିନ୍ ବୋମା ମଧ୍ୟ ଦେଖିବାକୁ ମିଳିଛି । ତେବେ ବର୍ତ୍ତମାନ ସୁଦ୍ଧା ରାଇଘର ପୋଲିସ ଘଟଣାସ୍ଥଳରେ ପହଞ୍ଚିନଥିବା ଜଣାପଡିଛି ।
BREAKING NEWS
- India Abstains From UNGA Draft: ରୁଷ ଏବଂ ୟୁକ୍ରେନ ମଧ୍ୟରେ ନିଃସର୍ତ୍ତ ଯୁଦ୍ଧବିରତି ଡ୍ରାଫ୍ଟ ପ୍ରସ୍ତାବ, ବିରତ ରହିଲା ଭାରତ
- Priyanka Gandhi Demands To PM Modi: ନେତାନ୍ୟାହୁଙ୍କ ନିମନ୍ତ୍ରଣରେ ଇସ୍ରାଏଲ ଗସ୍ତରେ ପ୍ରଧାନମନ୍ତ୍ରୀ, ପ୍ରିୟଙ୍କା ଗାନ୍ଧୀ ଭଦ୍ରା କହିଲେ…
- କିଶୋରୀ ଓ ମହିଳାଙ୍କୁ ମାଗଣାରେ ମିଳିବ ଜରାୟୁ କ୍ୟାନ୍ସର ସଞ୍ଜିବନୀ
- ଇସ୍ରାଏଲ୍ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ଖଣି ଅଧିକାରୀଙ୍କ ଫ୍ଲାଟରୁ ୪ କୋଟିରୁ ଅଧିକ ନଗଦ ଟଙ୍କା ଜବତ କଲା ଭିଜିଲାନ୍ସ
- ଲରେନ୍ସ ବିଷ୍ଣୋଇଙ୍କ ଓକିଲଙ୍କ ଉପରେ ଗୁଳିମାଡ଼, ପୋଲିସର ତଦନ୍ତ ଜାରି
- ରାଜକନିକାର ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା: ୫୦ ହଜାର ସହାୟତା , ଉଚ୍ଚସ୍ତରୀୟ ତଦନ୍ତ ଦାବି
- Weather Update: ଅଦିନିଆ ବର୍ଷାରେ ଭିଜିଲା ଅଧା ଓଡ଼ିଶା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
- ଶିଖର ଧାୱନଙ୍କୁ ୫.୨ କୋଟି ଟଙ୍କା ଫେରାଇବେ ପୂର୍ବତନ ପତ୍ନୀ: ଦିଲ୍ଲୀ କୋର୍ଟଙ୍କ ନିର୍ଦ୍ଦେଶ
- ଭୁବନେଶ୍ୱରରେ ସିବିଆଇ ରେଡ୍, WAPCOS ଘଟଣାରେ ଚାଲିଛି ତଦନ୍ତ
Comments are closed.