ମାଲକାନଗିରି: ମାଲକାନଗିରି ଛତିଶଗଡ ସିମାନ୍ତ ସୁକୁମା ଜିଲ୍ଲାରେ ପୁଣି ମାଓ ହିଂସା । ପୋଲିସ ଇନଫର୍ମର ସନ୍ଦେହରେ ୨ ସ୍କୁଲ ଛାତ୍ରଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲାର ମିଲମପଲ୍ଲି ଜଙ୍ଗଲରେ ଘଟିଛି ଏହି ଘଟଣା । ମାଓବାଦୀ ପୁଣି ନିଜ ବର୍ବରତା ଦେଖାଇଛନ୍ତି । ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣଙ୍କୁ ଗଳା କାଟି ହତ୍ୟା କରିଛନ୍ତି ଲାଲ୍ ବାହିନୀ । ମୃତ ଦୁଇ ଛାତ୍ର ହେଲେ ତାତି ହିଡ଼ମା ଏବଂ ମାଡ଼କାମ ଅର୍ଜୁନ । ହତ୍ୟାକାଣ୍ଡ କରିବା ପରେ ଘଟଣାସ୍ଥଳରେ କିଛି ହାତ ଲେଖା ପୋଷ୍ଟର ଛାଡି ଯାଇଛନ୍ତି । ଏନେଇ ସୁକମା ଏସ୍ପି କେ.ଏଲ୍ ଧ୍ରୁବ୍ ସୂଚନା ଦେଇଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
BREAKING NEWS
- ଟି୨୦ ବିଶ୍ୱକପ: ଭାରତ ସହ ଖେଳିବନି ପାକିସ୍ତାନ
- ଦିଗହୀନ ବଜେଟ୍; କେନ୍ଦ୍ରୀୟ ବଜେଟ୍ ୨୦୨୬କୁ କଡ଼ା ସମାଲୋଚନା କଲେ ବିରୋଧୀ ନେତା…
- ଟି୨୦ରେ କୋହଲିଙ୍କ ରେକର୍ଡ ଭାଙ୍ଗିଲେ ବାବର
- Violence in Balochistan: ବେଲୁଚିସ୍ତାନ ପ୍ରସଙ୍ଗରେ ପାକ୍ କୁ କଡ଼ା ଜବାବ ଦେଲା ଭାରତ; ଆଭ୍ୟନ୍ତରୀଣ ବିଫଳତାରୁ ଧ୍ୟାନ ହଟାଇବାର ପ୍ରୟାସ
- ପ୍ରଫେସର ଶିବବ୍ରତ ଦାସ ବିଶ୍ୱଭାରତୀ ସଂସଦର ସଦସ୍ୟ ମନୋନୀତ
- ନର୍ସରୀ ରାଇମ୍ ମାଧ୍ୟମରେ ୨୦୨୬ ବଜେଟକୁ କଟାକ୍ଷ କଲେ ମମତା
- ଜୋକୋଭିଚଙ୍କୁ ହରାଇ ଅଷ୍ଟ୍ରେଲିଆନ ଓପନ ଟେନିସ ଟାଇଟଲ ହାସଲ କଲେ ଆଲକାରଜ
- ବଜେଟରେ ନିର୍ମଳା ସୀତାରମଣଙ୍କ ଶାଢ଼ି ସ୍ୱାଗ୍, ପ୍ରତ୍ୟେକ ଥର ଏକ ଭିନ୍ନ ଶୈଳୀ ଆସନ୍ତି ନଜର…
- ନନ୍ଦନକାନନରେ କୁମ୍ଭୀର ମୃତ; ୮ ଦିନରେ ୫…
- Development Projects In Subarnapur: ସୁବର୍ଣ୍ଣପୁର ପାଇଁ ମୁଖ୍ୟମନ୍ତ୍ରୀଙ୍କ ୬୩୩ କୋଟିର ପ୍ରକଳ୍ପ ଘୋଷଣା,ଓପନ୍ ଏୟାର ଥିଏଟର ପାଇଁ ୧୧.୨୩ କୋଟି
Comments are closed.