ମାଲକାନଗିରି: ମାଲକାନଗିରି ଛତିଶଗଡ ସିମାନ୍ତ ସୁକୁମା ଜିଲ୍ଲାରେ ପୁଣି ମାଓ ହିଂସା । ପୋଲିସ ଇନଫର୍ମର ସନ୍ଦେହରେ ୨ ସ୍କୁଲ ଛାତ୍ରଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲାର ମିଲମପଲ୍ଲି ଜଙ୍ଗଲରେ ଘଟିଛି ଏହି ଘଟଣା । ମାଓବାଦୀ ପୁଣି ନିଜ ବର୍ବରତା ଦେଖାଇଛନ୍ତି । ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣଙ୍କୁ ଗଳା କାଟି ହତ୍ୟା କରିଛନ୍ତି ଲାଲ୍ ବାହିନୀ । ମୃତ ଦୁଇ ଛାତ୍ର ହେଲେ ତାତି ହିଡ଼ମା ଏବଂ ମାଡ଼କାମ ଅର୍ଜୁନ । ହତ୍ୟାକାଣ୍ଡ କରିବା ପରେ ଘଟଣାସ୍ଥଳରେ କିଛି ହାତ ଲେଖା ପୋଷ୍ଟର ଛାଡି ଯାଇଛନ୍ତି । ଏନେଇ ସୁକମା ଏସ୍ପି କେ.ଏଲ୍ ଧ୍ରୁବ୍ ସୂଚନା ଦେଇଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
BREAKING NEWS
- ମଣିପୁରରେ ପୁଣି ହିଂସା: ଆଖିବୁଜା ଗୁଳିମାଡ଼ରେ ଦୁଇ ମହିଳାଙ୍କ ମୃତ୍ୟୁ, ଜଳିଗଲା ଏକାଧିକ ଫାର୍ମହାଉସ୍
- ସାଉଦି ଆରବକୁ ପାକିସ୍ତାନର ଧୋକା ! : ପାକିସ୍ତାନର ମନା ପରେ ଇସ୍ରାଏଲର ସହାୟତା ଲୋଡ଼ିଲା ସାଉଦି ଆରବ
- ରେଳ ଯାତ୍ରୀଙ୍କ ପାଇଁ ଜରୁରୀ ସୂଚନା: ୩ ଦିନ ପାଇଁ ରାସ୍ତା ମଝିରୁ ଫେରିବ ଏକାଧିକ ମେମୁ ଟ୍ରେନ୍
- ଭାରତକୁ ଫେରିବ ଫର୍ମୂଲା ୱାନ: ସରକାର ଗଠନ କଲେ ଟାସ୍କ ଫୋର୍ସ
- ଚଳିତ ମୌସୁମୀରେ ନୂଆ ରେକର୍ଡ: ବଙ୍ଗୋପସାଗରରେ ସୃଷ୍ଟି ହେଲାଣି ୧୧ଟି ଲଘୁଚାପ
- ମହଙ୍ଗା ଜାଲରେ ଛନ୍ଦି ହେଲାଣି ମଧ୍ୟବିତ୍ତ ପରିବାର: ଦରଦାମ ନିୟନ୍ତ୍ରଣ କରିବାରେ ପ୍ରଶାସନ ଫେଲ୍!
- ଏମକେସିଜି ମେଡିକାଲର ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଅଗ୍ନିକାଣ୍ଡ
- ଟି୨୦ ଆନ୍ତର୍ଜାତୀୟରେ ଜସପ୍ରୀତ ବୁମରାଙ୍କ ବିଶ୍ୱ ରେକର୍ଡ
- ଜନ୍ତର ମନ୍ତର ହିଂସା ମାମଲାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ସ୍ୱତନ୍ତ୍ର ଭରଦ୍ୱାଜଙ୍କୁ ଜାମିନ ପ୍ରଦାନ କଲେ ପଟିଆଲା ହାଉସ କୋର୍ଟ
- ୟୁପିଆଇ କାରବାର ନେଇ ନୂଆ ନିୟମ:ଜାଣନ୍ତୁ ନୂଆ ସ୍ଲାବ୍


Comments are closed.