ମାଲକାନଗିରି: ପୁଣି ଲାଲ୍ ତାଣ୍ଡବ । ମାଲକାନଗିରି ଛତିଶଗଡ ସିମାନ୍ତ ବିଜାପୁର ଜିଲ୍ଲାରେ ମାଓ ହିଂସା । ରାସ୍ତା ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିବା ଦୁଇଟି ଟିପରକୁ ନିଆଁ ଲଗାଇ ପୋଡି ଦେଇଛନ୍ତି ଲାଲ୍ ବାହିନୀ । କାତରୁ ଥାନା ଅନ୍ତର୍ଗତ ବରଗାପଡା ଗାଁ ନିକଟରେ ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ଆଜି ସକାଳେ ୪୦ରୁ ୫୦ ଜଣ ସଶସ୍ତ୍ର ମାଓବାଦୀ ସେଠାରେ ପହଞ୍ଚି ଗାଡି ଦୁଇଟିରେ ନିଆଁ ଲଗାଇଦେଇଛନ୍ତି । ତା ସହିତ ରାସ୍ତା କାମ ବନ୍ଦ କରିବା ଲାଗି ଧମକ ଦେଇଛନ୍ତି ।
BREAKING NEWS
- ୭୯ ଲକ୍ଷରୁ ଅଧିକ ଆକାଉଣ୍ଟ ଉପରେ ମେଟା ଲଗାଇଲା ପ୍ରତିବନ୍ଧକ
- ୧୦ରେ ଭୁବନେଶ୍ବରରେ ମୋଦୀଙ୍କ ରୋଡ ଶୋ
- ଭଡା ଘରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ
- ଆରବ ସାଗରରେ ପୁଣିଥରେ ପରାକ୍ରମ ଦେଖାଇଲା ଭାରତୀୟ ନୌସେନା, ବଞ୍ଚାଇଲା ୨୦ ପାକିସ୍ତାନୀଙ୍କ ଜୀବନ
- ପ୍ରାର୍ଥୀ ବଦଳ ଜାଣିପାରି ଫେରାଇଦେଲେ ଟିକଟ; ଅଜୟ କୁମାର
- ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଏଡିଆର ରିପୋର୍ଟ: ୩ ପ୍ରାର୍ଥୀ ଦଶମ ପାସ୍ କରି ନାହାନ୍ତି
- ୧୪ରେ ବାରଣାସୀରୁ ନାମାଙ୍କନ ଭରିବେ ମୋଦୀ
- କୋରାପୁଟରେ ମୁଖ୍ୟମନ୍ତ୍ରୀଙ୍କ ହାଇଭୋଲଟେଜ୍ ପ୍ରଚାର, କହିଲେ ମିଛ କହୁଛନ୍ତି ବିରୋଧି
- ଆଉ କିଛି ଚାଲ ବାକି ଅଛି କହିଲେ ଜୟରାମ
- ଜଙ୍ଗଲ ନିଆଁରେ ଓଡିଶା ଆଗୁଆ; ରିପୋର୍ଟ
Comments are closed, but trackbacks and pingbacks are open.