ବ୍ରହ୍ମପୁର: ବ୍ରହ୍ମପୁର ବହୁ ଚର୍ଚ୍ଚିତ ତପସ୍ଵିନୀ-ସୁମିତ ବିବାଦ ମାମଲା । ସୁମିତଙ୍କୁ ଲାଗିଲା ଜୋରଦାର ଝଟକା । ଏବେ ହାଇକୋର୍ଟରୁ ମଧ୍ୟ ଝଟକା ଖାଇଛନ୍ତି ଡାକ୍ତର ସୁମିତ୍ । ଅପରପକ୍ଷେ ତପସ୍ଵିନୀଙ୍କୁ ମିଳିଛି ବଡ ଆଶ୍ଵସ୍ତି । ବୁଧବାର ମାମଲା ଶୁଣାଣି ସମୟରେ ତଳ କୋର୍ଟର ଭରଣପୋଷଣ ରାୟକୁ କାଏମ ରଖିଛନ୍ତି ହାଇକୋର୍ଟ । ପ୍ରତି ମାସ ୧୦ ତାରିଖରେ ତପସ୍ଵିନୀଙ୍କୁ ମାସିକ ୧୭ ହଜାର ଟଙ୍କା ଦେବାକୁ ସୁମିତଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଫେବୃଆରୀ ୧୫ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଉଚ୍ଚତମ ନ୍ୟାୟାଳୟ ତାରିଖ ଧାର୍ଯ୍ୟ କରିଛନ୍ତି ।
BREAKING NEWS
- ଏସିଆନ ଗେମ୍ସ: ଗଙ୍ଗା ନଦୀକୁ ଡେଇଁ ପଡିଥିଲେ ସନ୍ତରଣରେ ଭାରତ ପାଇଁ ପଦକ ଜିତିଥିବା ସଚିନ
- Pak Shahzad Bhatti Network:ଶାହଜାଦ ଭଟ୍ଟି ନେଟୱାର୍କକୁ ଆତଙ୍କବାଦୀ ସଂଗଠନ ଭାବେ ଘୋଷଣା; UAPA ଅଧୀନରେ…
- ଡବ୍ଲ୍ୟୁପିଏଲ ୨୦୨୭, ଆଇପିଏଲ ଅକ୍ସନକୁ ନେଇ ବିସିସିଆଇର ବଡ଼ ନିଷ୍ପତ୍ତି
- ଭାରତ – ନ୍ୟୁଜିଲ୍ୟାଣ୍ଡ ମୁକ୍ତ ବାଣିଜ୍ୟ ଚୁକ୍ତିକୁ ନ୍ୟୁଜିଲ୍ୟାଣ୍ଡ ସଂସଦର ମଞ୍ଜୁରୀ
- ଏସିଆନ ଗେମ୍ସ ସ୍ୱର୍ଣ୍ଣ ଜିତି ଇତିହାସ ରଚିବା ଏବେ ଦଳର ମୂଳ ଲକ୍ଷ୍ୟ: ସୋଏର୍ଡ ମାରିଜ୍ନେ
- ପୁଣି ହସାଇବାକୁ ଆସୁଛନ୍ତି କପିଲ ଓ ସୁନୀଲ: ଖୁବଶୀଘ୍ର ଫେରୁଛି ‘ଦ ଗ୍ରେଟ୍ ଇଣ୍ଡିଆନ୍ କପିଲ୍ ଶୋ’ ସିଜନ ୫
- Subhadra Scheme Applications:ଏହି ଦିନ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ
- ୨୦୧୩ ଝିରମ ଘାଟି ନରସଂହାର ମାମଲାରେ ୧୦ ଜଣଙ୍କୁ ମୃତ୍ୟୁ ଦଣ୍ଡାଦେଶ
- ଏସିଆନ୍ ଗେମ୍ସ: ବିପ୍ରଜ ନିଗମ ଜାତୀୟ ଦଳରେ ସାମିଲ, ବାଦ ପଡ଼ିଲେ ବରୁଣ
- Dahi Bara: ଦହିବରା ଖାଇ ୫୦ରୁ ଊର୍ଦ୍ଧ୍ବ ଅସୁସ୍ଥ


Comments are closed.