Latest Odisha News

BREAKING NEWS

ଆଜି ଖୋଲିବ ମାର୍କେଟ ବିଲ୍ଡିଂ

ଭୁବନେଶ୍ୱର: ଆଜିଠାରୁ ଖୋଲିବ ମାର୍କେଟ ବିଲ୍ଡିଂ । ୩ ଦିନ ଧରି ବନ୍ଦ ଥିଲା ମାର୍କେଟ ବିଲ୍ଡିଂ । ଉଠା ଦୋକାୀ ଓ ବ୍ୟବସାୟୀ ସଂଘ ମଧ୍ୟରେ ଚାଲିଥିଲା ବିବାଦ । ଏନେଇ ଆଜି ବିଏମସି ଅଫିସ ଘେରାଉ କରିଥିଲା ସେଂଟ୍ରାଲ ମାର୍କେଟ ସଂଘ ।

ଅତିରିକ୍ତ ବିଏମସି କମିଶନରଙ୍କ ସହ ଆଲୋଚନା ପରେ ମାର୍କେଟ ବିଲ୍ଡିଂ ଖୋଲିବାକୁ ସୁଚନା ଦେଇଛନ୍ତି ସେଣ୍ଟ୍ରାଲ ମାର୍କେଟ ଆସେସିଏସନର ସଭାପତି।

ବିଏମସି ଉଠାଦୋକାନୀଙ୍କ ଉଚ୍ଛେଦ ନେଇ ଲିଖିତ ପ୍ରତିଶ୍ରୁତି ମିଳିବା ପରେ ମାର୍କେଟ ବିଲ୍ଡିଂ ଖୋଲିବା ନେଇ ସୂଚନା ମିଳିଛି ।

Leave A Reply

Your email address will not be published.