ଚମ୍ପାଇ :ଭୂକମ୍ପ ଝଟକାରେ ଥରି ଉଠିଲା ମିଜୋରାମ । ରେକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫-୬ ଥିଲା । ମିଜୋରାମର ଚମ୍ପାଇ ଠାରେ ଭୂକମ୍ପ ଅନୁଭୂତ ହୋଇଥିବା ସୂଚନା ମିଳିଛି । ଏହି ଭୂକମ୍ପ ଏତେ ଜୋରରେ ହୋଇଥିଲା ଯେ ମିଜୋରାମ ସମେତ ମଣିପୁର ,ଆସାମରେ ମଧ୍ୟ ଝଟକା ଅନୁଭବ ହୋଇଛି । ସୂଚନା ଅନୁସାରେ ଭୂକମ୍ପ ୩ ଟା ୪୨ ରେ ହୋଇଛି । ଏହି ଭୂମିକମ୍ପର ଗଭୀରତା ୬୦ କିମ ଥିଲା ବୋଲି ଭୂମିକମ୍ପ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ହେଲେ କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ମିଳିନାହିଁ ।
BREAKING NEWS
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
Comments are closed.