ଭୁବନେଶ୍ୱର: ଏଥର ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ ହେଲ ଆଉ ନିସ୍ତାର ନାହିଁ । ଯେଉଁଠି ଭାଇରାଲ ହେବ, ସେଠି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ସମ୍ପୃକ୍ତ ସେଂଟର ଦାୟିତ୍ୱରେ ଥିବା ଅଧିକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ହେବ ବୋଲି ସ୍କୁଲ ଓ ଗଣ ଶିକ୍ଷାମନ୍ତ୍ରୀ ସମୀର ରଂଜନ ଦାସ କହିଛନ୍ତି । ଭାଇରାଲ ନହେବା ପାଇଁ କୋଡ ବ୍ୟବସ୍ଥା ମଧ୍ୟ ହୋଇଛି ବୋଲି ସେ କହିଛନ୍ତି ।
ଆଗକୁ ମାଟ୍ରିକା ପରୀକ୍ଷା ରହିଛି । ତେବେ ପରୀକ୍ଷାକୁ ଶୃଙ୍ଖଳିତ ଢ଼ଙ୍ଗରେ ଓ ତ୍ରିଟି ବିହୀନ କରିବାକୁ ଚିନ୍ତା କରିଛନ୍ତି ସରକାର । ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ମଧ୍ୟ କରାଯାଉଛି । ପ୍ରତିବର୍ଷ ପ୍ରଶ୍ନପତ୍ର ଭାଇରାଲ ହେବା ଘଟଣା ସାମ୍ନାକୁ ଆସୁଛି । କିନ୍ତୁ ଚଳିତ ବର୍ଷ ଏଭଳି ତ୍ରୁଟି ଯେପରି ନହେବ ସେଥିପାଇଁ ଚେଷ୍ଟା କରାଯାଉଥିବା ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ।
BREAKING NEWS
- ଅକ୍ଟୋବରରେ ଓଡ଼ିଶା ଆସିପାରନ୍ତି ରାହୁଲ ଗାନ୍ଧି
- ପୁଣି ଡରାଇଲା ଅକ୍ଟୋବର! ୨୦ ରେ ଲଘୁଚାପ, ଆସୁଛି ୩ଟି ବାତ୍ୟା
- ଓପନ୍ ଏନକ୍ଲୋଜରକୁ ଯିବେ ୫ ଓରାଙ୍ଗଉଟାନ
- Nuakhai 2026: ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ
- ବ୍ରାଣ୍ଡ ” ବୈଭବ ” ବିଜ୍ଞାପନ ପାଇଁ ଦିନକୁ ଦେଢ଼ କୋଟି ରୁ ୨ କୋଟି ରୋଜଗାର
- ଏୟାର ଇଣ୍ଡିଆକୁ କାରଣ ଦର୍ଶାଅ ନୋଟିସ୍, ଜାଣନ୍ତୁ କଣ ରହିଛି କାରଣ…
- ୧୯ରୁ ଫେରିଯିବ ମୌସୁମୀ ବାୟୁ…
- ଆକାଶରେ ବିରଳ ଦୃଶ୍ୟ, ଚନ୍ଦ୍ର ପଛରେ ଲୁଚିଗଲା ଶୁକ୍ର
- ନୂଆଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା; ଜାଣନ୍ତୁ କାହିଁକି ଧୁମଧାମରେ କରାଯାଏ ପାଳନ
- ଢାକା ବିଶ୍ୱବିଦ୍ୟାଳୟରେ ଫୋଟୋ ବିବାଦ: ବଙ୍ଗବନ୍ଧୁ ଆଉଟ୍, ଜିନ୍ନା ଇନ୍

Comments are closed.