Latest Odisha News

BREAKING NEWS

କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର ଗୁରୁବାର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏ ସମ୍ପର୍କରେ ସେ ନିଜେ ତାଙ୍କ ଟ୍ୱିଟର ହ୍ୟାଣ୍ଡେଲରେ ଟ୍ୱିଟ୍ କରି ସୂଚନା ନେଇଛନ୍ତି ।

ଏଥି ସହିତ ସେ କହିଛନ୍ତି କି, ତାଙ୍କ ସଂଶ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନଙ୍କୁ କୋଭିଡ଼ ପରୀକ୍ଷା କରିବାକୁ ପରାମର୍ଶ ଦେଇଛନ୍ତି । ନେବାକୁ କହିଛନ୍ତି ।

Comments are closed, but trackbacks and pingbacks are open.