ଭୁବନେଶ୍ୱର: ନୂଆ କୃଷି ଆଇନ ପ୍ରତ୍ୟାହାର ଦାବିରେ କୃଷକ ସଂଗଠନର ଆନ୍ଦୋଳନକୁ ସମର୍ଥନ ଦେଇ ଓଡ଼ିଶାରେ ବିକ୍ଷୋଭ ପ୍ରଦର୍ଶନ । ଆଜି ବିଭିନ୍ନ ଟୋଲ୍ ଗେଟ ଆଗରେ କୃଷକ ସଂଗଠନ ପକ୍ଷରୁ ବିରୋଧ ପ୍ରଦର୍ଶନ କରାଯାଇଛି । ପିପିଲି ଟୋଲ୍ ଗେଟ୍ରେ ସଂଯୁକ୍ତ କୃଷକ ମୋର୍ଚ୍ଚା ବିକ୍ଷୋଭ କରିଛି । ସମସ୍ତ ଗାଡ଼ିକୁ ଟିକସ ମୁକ୍ତ ଦାବିରେ ପ୍ରତିବାଦ କରାଯାଇଛି ।

ସେହିପରି ଯାଜପୁରରେ ପାଣିକୋଇଲି ଓ ବାଲିଚନ୍ଦ୍ରପୁର ଟୋଲ୍ଗେଟ୍ରେ ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ବିକ୍ଷୋଭ ଓ ପ୍ରତିବାଦ କରାଯାଯାଇଛି । ଟୋଲ ଗେଟ୍ରେ ସମସ୍ତ ଗାଡ଼ିକୁ ମାଗଣାରେ ଛାଡ଼ିଲେ ଚାଷୀ । କୃଷି ବିଲ୍ ବାତିଲ ନେଇ କୃଷକ ସଂଗଠନ ପକ୍ଷରୁ ବିକ୍ଷୋଭ କରାଯାଇଛି ।
BREAKING NEWS
- ସୁଦର୍ଶନ ପଟ୍ଟନାୟକ ହେଲେ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍ ଆମ୍ଵାସଡର
- ରଣକ୍ଷେତ୍ର ପାଲଟିଲା ବିଜେବି କଲେଜ ହଷ୍ଟେଲ, ଘଣ୍ଟାଏ ଧରି ପଥର ମାଡ଼
- ଆଗମୀ ୩ ଘଣ୍ଟା ପାଇଁ କାଳବୈଶୀ ସତର୍କତା, ଏହି ସବୁ ଜିଲ୍ଲାକୁ ଝଡ଼ବର୍ଷା ଆଲର୍ଟ
- Jagannath Temple: ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
- ରାଜ୍ୟରେ ଅସ୍ୱାଭାବିକ ଭାବେ ବୃଦ୍ଧି ପାଉଛି ତାପମାତ୍ରା, ହିଟ୍ୱେଭ୍ SOP ଜାରି
- ରେଢ଼ାଖୋଲରେରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର
- ଅନଧିକୃତ ଏବଂ ବେଆଇନ୍ ବିଦ୍ୟୁତ ପୁନଃ ସଂଯୋଗ ବିରୋଧରେ ଟିପିଏସ୍ଓଡିଏଲର ଦୃଢ଼ କାର୍ଯ୍ୟାନୁଷ୍ଠାନ
- ଭାରତ ସରକାରଙ୍କ ପକ୍ଷରୁ କଳିଙ୍ଗନଗର ସ୍ଥିତ ନୀଳାଚଳ ଇସ୍ପାତର ସମ୍ପସ୍ରାରଣକୁ ମିଳିଲା ପରିବେଶ ମଞ୍ଜୁରୀ
- Suicide Attack in Nigeria: ନାଇଜେରିଆର ମୈଦୁଗୁରି ସହରରେ ଆତ୍ମଘାତୀ ଆକ୍ରମଣ; ୨୩ ମୃତ, ୧୦୦ ରୁ ଅଧିକ ଆହତ
- ଆଫଗାନିସ୍ତାନରେ ଅହମଦୀମାନଙ୍କ ଉପରେ ଅତ୍ୟାଚାର ଓ ବିମାନ ଆକ୍ରମଣ ପାଇଁ ପାକିସ୍ତାନକୁ କଡା ନିନ୍ଦା କଲା ଭାରତ
Comments are closed.