ବୁଗୁଡା: ମହଙ୍ଗା ପଡିଲା ମାସ୍କ ନ ପିନ୍ଧିବା । ଜଣେ ବବ୍ୟସାୟୀ ଗଣିଲେ ମୋଟା ଅଙ୍କର ତଣ୍ଡ । ବୁଗୁଡା ସହରରେ ଜଣେ ବ୍ୟବସାୟୀ ଜିନିଷ ବିକ୍ରି କରିବା ସମୟରେ ମୁହଁରେ ମାକ୍ସ କିମ୍ବା ରୁମାଲ ବାନ୍ଧି ନଥିବାରୁ ତାଙ୍କୁ ଏକ ହଜାର ଟଙ୍କା ଜରିମାନା ଦେବାକୁ ପଡିଛି ।
ବୁଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦର କାର୍ୟ୍ୟ ନିର୍ବାହୀ ଅଧିକାରୀ ରଶ୍ମିରଞ୍ଜନ ଦାଶ ବଜାର ପରିଦର୍ଶନ ବେଳେ ଜଣେ ବ୍ୟବସାୟୀ ଜିନିଷ ବିକ୍ରି କରିବା ସମୟରେ ମୁହଁରେ ମାକ୍ସ ବାନ୍ଧି ନଥିବା ଦେଖିଥିଲେ। ଏହାପରେ ଆଇନ ଉଲ୍ଲଂଘନ କରିଥିବାରୁ ବ୍ୟବସାୟୀ ଜଣକୁ କାର୍ଯ୍ୟ ନିବାହୀ ଅଧିକାରୀ ୧ ହଜାର ଟଙ୍କା ଜରିମାନା କରିଥିଲେ ।
BREAKING NEWS
- ବିଶ୍ୱରେ ସବୁଠୁ ଅଧିକ ଟଙ୍କା ପାଉଥିବା ପ୍ରଧାନମନ୍ତ୍ରୀ : ବଢ଼ିଲା ବାର୍ଷିକ ୧ ନିୟୁତ ଡଲାର
- ପାର୍ବଣ ଋତୁ ପୂର୍ବରୁ ସୁରକ୍ଷା ପ୍ରସ୍ତୁତି ପାଇଁ ଡିଜିପିଙ୍କ ନିର୍ଦ୍ଦେଶ;ଗୁଇନ୍ଦା ସୂଚନା ସଂଗ୍ରହ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଉପରେ ଗୁରୁତ୍ୱାରୋପ
- ଆଖୁ ଉତ୍ପାଦନ ବଢ଼ାଇବାକୁ ଆଧୁନିକ ଆଖୁ ଚାଷ ଉପରେ ଗୁରୁତ୍ୱ ବୃଦ୍ଧି କରିଛି ରାଜ୍ୟ
- “ମାଳିପୁଟ ମେଲୋଡିଜ୍” ଏହି ଦିନ ହେବ ରିଲିଜ;କୋରାପୁଟରେ ଜୀବନ ଓ ସଂଘର୍ଷର କାହାଣୀ କହିବ …
- ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ
- ଓଡ଼ିଶାରେ ଗୁଜୁରାଟର ସ୍ୱତନ୍ତ୍ର ଡିଆରଆଇ ଟିମ; କଲରାପତରିଆ ବାଘ ଛାଲ ଜବତ,ଜଣେ ଗିରଫ
- ୨୪ ଘଣ୍ଟା ଭିତରେ ଓଡ଼ିଶାରେ ଦୁଇଟି ବ୍ୟାଙ୍କ ଲୁଟ୍: ବନ୍ଧୁକ ମୁନରେ ସୁନ୍ଦରଗଡ଼ ଓ ବାଲେଶ୍ୱରରୁ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
- କଣ୍ଟେନରରୁ ମିଳିଲା ୧ କୋଟି ଟଙ୍କାର ଗଞ୍ଜେଇ;୨ ଗିରଫ
- ରାଜପାଲ୍ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଆଶ୍ୱସ୍ତି: ଜେଲ୍ ଯିବାରୁ ବର୍ତ୍ତିଲେ, କିନ୍ତୁ ରଖିଲେ ଏହି କଡ଼ା ସର୍ତ୍ତ
- ମେଦବହୁଳତା କମାଇବା ସହ ଦିନସାରା ଶରୀରକୁ ଫୁର୍ତ୍ତି ରଖିବ ‘ବୁଲେଟପ୍ରୁଫ୍ କଫି’, ଏହି ସହଜ ଉପାୟରେ ଘରେ ବନାନ୍ତୁ

Comments are closed.