Latest Odisha News

BREAKING NEWS

ମଣିପୁରରୁ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ପହଞ୍ଚିଲେ ପ୍ରବାସୀ ଓଡ଼ିଆ ଶ୍ରମିକ

ଭୁବନେଶ୍ୱର: ମଣିପୁରରେ କାର୍ଯ୍ୟ କରୁଥିବା ପ୍ରବାସୀ ଓଡ଼ିଆ ଶ୍ରମିକମାନେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଏକ ସ୍ୱତନ୍ତ୍ର ବିମାନ ଯୋଗେ ଆଜି ଅପରାହ୍ନରେ ପହଞ୍ଚିଛନ୍ତି ।

ସେହିପରି ଆଜି ମଧ୍ୟ ଆଉ ଏକ ବିମାନରେ ୧୩୮ ଜଣ ଓଡ଼ିଆ ପ୍ରବାସୀ ଭୁବନେଶ୍ୱର ପହଞ୍ଚିବେ । ଏହି ସମସ୍ତ ପ୍ରବାସୀ ଓଡ଼ିଆ ଶ୍ରମିକମାନେ ମେଘାଳୟ ଏବଂ ଆସାମର ତିନିସୁକିଆ, ସିଲଚାର, ଦିମାପୁର, କାମରୁପ ଏବଂ ଶିବସାଗର ଜିଲ୍ଲାରୁ ଆସୁଛନ୍ତି ।

ଉତ୍ତର-ପୂର୍ବ ରାଜ୍ୟ ଗୁଡ଼ିକର କେେତେକ ଅଞ୍ଚଳରେ ଟ୍ରେନ ଚଳାଚଳ ସୁବିଧା ନଥିବା ଯୋଗୁଁ ଓଡ଼ିଶା ସରକାର ଏହି ଶ୍ରମିକ ମାନଙ୍କୁ ସ୍ୱତନ୍ତ୍ର ବିମାନ ଯୋଗେ ଓଡ଼ିଶା ଆଣୁଛନ୍ତି ।

Leave A Reply

Your email address will not be published.