ନୂଆଦିଲ୍ଲୀ: ପୁଣି ଥରିଲା ଦିଲ୍ଲୀ । ଲଗାତର ଦ୍ୱିତୀୟ ଦିନରେ ଦିଲ୍ଲୀରେ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୨.୭ ରେକର୍ଡ କରାଯାଇଛି । ସୋମବାର ଦ୍ୱିପହରରେ ଦିଲ୍ଲୀ ଏନ୍ସିଆର୍ରେ ମୃଦୁ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି । ଭୂକମ୍ପର କେନ୍ଦ୍ରସ୍ଥଳ ଦିଲ୍ଲୀ ରହିଥିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ତେବେ ଏଥିରେ କୌଣସି କ୍ଷୟକ୍ଷତି ହୋଇନଥିବା ବେଳେ କେହି ମୃତାହତ ହୋଇନଥିବା ଜଣାପଡିଛି ।
ଗତକାଲି ମଧ୍ୟ ସନ୍ଧ୍ୟାର ୫ଟା ୪୫ ମିନିଟ୍ରେ ମୃଦୁ ଭୂକମ୍ପ ଝଟ୍କା ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୫ ଥିଲା । ତେବେ ଆଜି ମଧ୍ୟ ଭୂମିକମ୍ପ ହୋଇଥିବାରୁ ଲୋକେ ଭୟଭୀତ ହୋଇପଡିଛନ୍ତି ।
BREAKING NEWS
- Ganja Packed in Pickle Cans:ଆଚାର ଡବା ଭିତରେ ଗଞ୍ଜେଇ ଚାଲାଣ;୨ ଗିରଫ
- ନିର୍ବାଚନ କମିଶନଙ୍କୁ ନେଇ କ’ଣ ରହିଛି ବିବାଦ ? କିପରି ଟାର୍ଗେଟକୁ ଆସିଲେ CEC ଜ୍ଞାନେଶ କୁମାର
- ଭାରତ-ୱେଷ୍ଟଇଣ୍ଡିଜ ଦିନିକିଆ ସିରିଜ: ରୋହିତ, କୋହଲିଙ୍କ ଯୋଗୁ ଟିକେଟ ଚାହିଦା ବୃଦ୍ଧି
- ଓଲା, ଉବେରକୁ ଟକ୍କର ଦେବ ସ୍ୱଦେଶୀ ଆପ୍: ରାଜ୍ୟରେ ଶସ୍ତା ଓ ସୁରକ୍ଷିତ ଯାତ୍ରା ଯୋଗାଇବ ‘ଭାରତ ଟ୍ୟାକ୍ସି’
- ପିଆଜ, ଶାଗ ଓ ମୂଳାରେ ମିଳିଲା ବିପଜ୍ଜନକ ଧାତୁ: ବୈଜ୍ଞାନିକଙ୍କ ଚେତାବନୀ, ବଢ଼ିପାରେ କର୍କଟ ରୋଗର ବିପଦ
- ରାଜ୍ୟରେ ମହିଳା ଅସୁରକ୍ଷିତ, ନିରବ କାହିଁକି ସରକାର? ନବୀନଙ୍କ ନିର୍ଦ୍ଦେଶରେ କପିଳାସ ଯିବ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍
- ରାତିରେ ଉପକୂଳରେ ତାଣ୍ଡବ ରଚିପାରେ ବାତ୍ୟା: ସମୁଦ୍ର ଯିବାକୁ ବାରଣ, ଉଦ୍ଧାରକାରୀ ଦଳ ଆଲର୍ଟ ମୋଡ୍ରେ
- Asian Games 2026 badminton:ବ୍ରୋଞ୍ଜ ଜିତି ଇତିହାସ ସୃଷ୍ଟି କଲେ ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଦଳ;୪୦ ବର୍ଷ ପରେ ଏସୀୟ କ୍ରୀଡ଼ାରେ ଏଭଳି ଘଟିଲା…
- ବିସିସିଆଇ ସମ୍ପାଦକଙ୍କ ବଡ଼ ଘୋଷଣା: ଚଳିତ ବର୍ଷ ଭାରତରେ ଅନୁଷ୍ଠିତ ହେବ ଆଇପିଏଲ୍ ଅକ୍ସନ୍
- ୨୮ ବର୍ଷ ତଳର ସେହି ସୁପରହିଟ୍ ଗୀତ: ଯାହା ଥିଲା ଦୂରଦର୍ଶନ ‘ରଙ୍ଗୋଲି’ର ଜୀବନ, ଆଜି ବି ଦର୍ଶକଙ୍କୁ କରୁଛି ଦିୱାନା

Comments are closed.