ଫୁଲବାଣୀ: ପଞ୍ଚାୟତିରାଜ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ । ଫୁଲବାଣୀ ଗସ୍ତରେ ଥିବା ବେଳେ ସେ ହଠାତ୍ ଅସୁସ୍ଥତା ଅନୁଭନ କରିଛନ୍ତି । ନିମ୍ନ ରକ୍ତଚାପ ଓ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିବା ସୂଚନା ମିଳିଛି । ଫୁଲବାଣୀ ସର୍କିଟ ହାଉସରେ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ମନ୍ତ୍ରୀଙ୍କ ଚିକିତ୍ସା କରୁଛନ୍ତି । ତାଙ୍କୁ ଭୁବନେଶ୍ୱର ଏୟାର ଲିଫ୍ଟ କରାଯିବ । ଏବେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି ।
BREAKING NEWS
- Modi Cabinet: ବିଦା ହେବେ କି ୨ କେନ୍ଦ୍ରମନ୍ତ୍ରୀ? ରାଜ୍ୟସଭା ଲିଷ୍ଟରୁ ନାଁ ଗାଏବ! ମୋଦୀ କ୍ୟାବିନେଟରେ ବଡ଼ ପରିବର୍ତ୍ତନ ଆଭାସ!
- SCB ମେଡିକାଲରେ ହାଇଡ୍ରାମା; ପାଣିଟାଙ୍କିରୁ ଡେଇଁ ପଡ଼ିଲେ ଯୁବକ
- Gold Coin for Brides: ନବଜାତ ଶିଶୁଙ୍କୁ ସୁନାମୁଦି ପରେ ଏବେ ନୂଆ ବୋହୂଙ୍କୁ ସୁନା! ମୁଖ୍ୟମନ୍ତ୍ରୀ ହେବା ପରେ ଥାଲାପତି ବିଜୟଙ୍କ ଆଉ ଏକ ଚର୍ଚ୍ଚିତ ଯୋଜନା
- ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା
- ଋଷ ଆକ୍ରମଣରେ ଛାରଖାର ୟୁକ୍ରେନର ରେଳସେବା: ସଙ୍କଟରେ କିଭ୍ !
- ଯନ୍ତର ମନ୍ତର ଯୌନ ନିର୍ଯାତନା ଅଭିଯୋଗ: ଦିଲ୍ଲୀ ACP ବିବେକ ଭଗତଙ୍କ ପଦୋନ୍ନତି ଉପରେ ରୋକ୍
- ଆଜିଠାରୁ ହବିଷ୍ୟାଳୀଙ୍କ ଅନଲାଇନ ଆବେଦନ…
- ଭୂକମ୍ପରେ ଥରିଲା ଆସାମର ନାଗାଓଁ; ତୀବ୍ରତା ୪.୫…
- Redeveloped Kalinga Studio:ପୁନର୍ବିକଶିତ ଅତ୍ୟାଧୁନିକ ‘କଳିଙ୍ଗ ଷ୍ଟୁଡିଓ’ର ଭବ୍ୟ ଲୋକାର୍ପଣ;ରହିଛି ସ୍ନୋ-ହାଉସ୍ ସହ ଏହି ସମସ୍ତ ବ୍ୟବସ୍ଥା
- Nigeria military aircraft: ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ; ୩୨ ଜଣଙ୍କୁ ନେଇ ଯାଉଥିଲା…

Comments are closed.