ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ଆବାସ ଗୃହ ବଣ୍ଟନକୁ ନେଇ ବଡ ସୂଚନା ଦେଲେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାୟକ । ନଭେମ୍ବର ମାସରୁ ପିଏମ୍ ଆବାସ ଗୃହ ବଣ୍ଟନ ପ୍ରକ୍ରିୟା ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ।
ଭାଗ ହୋଇଥିବା ଓ ଭିନ୍ନକ୍ଷମ ହିତାଧିକାରୀଙ୍କୁ ବି ଘର ଦିଆଯିବ । ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଅନ୍ତଦ୍ୟୋୟ ଯୋଜନାରେ ଘର ବଣ୍ଟାଯିବ । ପରବର୍ତ୍ତୀ ସମୟରେ ପର୍ଯ୍ୟାୟ କ୍ରମେ ଘର ପାଇବେ ହିତାଧିକାରୀ ବୋଲି ଆଜି କହିଛନ୍ତି ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାୟକ ।
Comments are closed.