ମାଲକାନଗିରି: ମାମଲା ଲମ୍ବିଛି ସୁଦୂର ମାଲକାନଗିରିରୁ କଟକ ନଗରୀ । ଚିକିତ୍ସାଧୀନ ଜଣେ ନାବାଳିକାର ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି । ଅଧିକ ଚିକିତ୍ସା ପାଇଁ ୭ ବର୍ଷୀୟ ନାବାଳିକାକୁ ମାଲକାନଗିରି ଜିଲ୍ଲା ହସ୍ପିଟାଲରୁ କଟକ ବଡ ମେଡିକାଲ ସ୍ଥାନାନ୍ତରିତ କରାଯାଇଥିଲା । ହେଲେ ଝିଅଟିର ସନ୍ଦେହଜନକ ମୃତ୍ୟୁ ଘଟଣାକୁ କିନ୍ତୁ ପରିବାର ଲୋକେ ଗ୍ରହଣ କରିପାରୁନାହାନ୍ତି ।
BREAKING NEWS
- ଚାଷୀଙ୍କୁ ବଡ଼ ଆଶ୍ବସ୍ତି, ବଢ଼ିଲା ଧାନ ପଞ୍ଜିକରଣ ଅବଧି
- ଗାଭାସ୍କରଙ୍କ ମଜାଦାର ପ୍ରସ୍ତାବ : ଟେଷ୍ଟ କ୍ରିକେଟରେ ନୋ ବଲ ଜରିମାନା ଅର୍ଥରେ ଭୋଜି କର
- ତୁକାରାମ ମୁଣ୍ଢେଙ୍କ ଉପରେ ବର୍ଷିଲେ ବମ୍ବେ ହାଇକୋର୍ଟ: ‘ନିଜକୁ କ’ଣ ଭଗବାନ ଭାବୁଛନ୍ତି କି?’
- ବିଜେପି ହାତ ଧରିବାକୁ ଯାଉଛନ୍ତି ୟୁନାଇଟେଡ୍ ଡେମୋକ୍ରାଟିକ ପାର୍ଟିର ୯ ବିଧାୟକ, ଦିଲ୍ଲୀରେ ଚାଲିଛି ଆଲୋଚନା
- ବୈତରଣୀରେ ଆସୁଛି ୭ମ ବନ୍ୟା !ଦଶରଥପୁରବାସୀଙ୍କ ବଢିଲା ଚିନ୍ତା,ବିପନ୍ନ ୩୪ ଦିନ ହେବ…
- ଶ୍ରୀଲଙ୍କା ହାତରୁ ଗଲା ମହିଳା ଚାମ୍ପିୟନ୍ସ ଟ୍ରଫି ଆୟୋଜନ ଅଧିକାର
- ଆସୁଛି ଆଉ ଏକ ଲଘୁଚାପ; ୩ ଦିନ ପ୍ରବଳ ବର୍ଷିବ
- ଟିକିଏ ବର୍ଷାରେ ଖୋଲିଗଲା ପୌରପାଳିକାର ପୋଲ୍: ଭଦ୍ରକର ବିଭିନ୍ନ ୱାର୍ଡରେ ପଶିଲା ନର୍ଦ୍ଦମା ପାଣି, ଲୋକେ ଆତଙ୍କିତ
- ପାଲଲହଡ଼ାରେ ଡରାଉଛି ସ୍କ୍ରବ ଟାଇଫସ୍: ଦୁଇ ଦିନରେ ୧୯ ଆକ୍ରାନ୍ତ, ଜଣଙ୍କର ମୃତ୍ୟୁ
- କଂଗ୍ରେସର ଭବିଷ୍ୟତ ଅନ୍ଧକାର’: ନୂଆ ଦଳ ‘ଓଜେସି’ର ମଙ୍ଗ ଧରିବେ କଟକ-ବାରବାଟୀ ବିଧାୟିକା ସୋଫିଆ!

Comments are closed.