ସମ୍ବଲପୁର: ମାର୍ଚ୍ଚ ୧ ତାରିଖରୁ ଟ୍ରାଫିକ କଟକଣା ଜୋର୍ଦାର ହୋଇଛି । ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ଟ୍ରାଫିକ ପୋଲିସ ଜୋରଦାର ଧରପଗଡ କରିଛି । ସମ୍ବଲପୁର ଅଇଁଠାପାଲି ଛକରେ ଟ୍ରାଫିକ୍ ଚେକିଂ ବେଳେ ପୋଲିସ ହାବୁଡରେ ପଡିଛନ୍ତି ଦୁଇ ନାବାଳକ ସ୍କୁଟି ଚାଳକ ।
ସେମାନଙ୍କ ଠାରୁ ୬୦ ଜହାର ଟଙ୍କାର ଚାଲାଣ କାଟିଛି ଟ୍ରାଫିକ ପୋଲିସ । ହେଲମେଟ୍ ପାଇଁ ୫ ହଜାର ଟଙ୍କା ଲେଖାଏଁ ଓ ନାବାଳକ ହୋଇଥିବାରୁ ୨୫ ହଜାର ଟଙ୍କା ଲେଖାଏଁ ଚାଲଣ କଟାଯାଇଛି ।
BREAKING NEWS
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
Comments are closed.