ଗଞ୍ଜାମ : ଗଞ୍ଜାମରେ ଦିନକୁ ଦିନ ଲୁଟେରାଙ୍କ ପ୍ରାଦୁର୍ଭାବ ବଢିବାରେ ଲାଗିଛି । ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ପ୍ରାୟଗୀ ରାସ୍ତାରେ ଜଣେ ବ୍ୟକ୍ତିଙ୍କ ଠାରୁ ୩ ଲକ୍ଷ ୭୦ ହଜାର ଟଙ୍କା ଲୁଟ କରିଛନ୍ତି ଦୁବୃର୍ତ୍ତ । କୃଷ୍ଣପ୍ରସାଦ ବ୍ଲକର ରବିନ୍ଦ୍ର ସାହୁ ନାମକ ଜଣେ ବ୍ୟକ୍ତି ଏହି ଲୁଟର ଶିକାର ହୋଇଛନ୍ତି । ଦୁବୃର୍ତ୍ତ ମାନେ ବ୍ୟକ୍ତିଙ୍କୁ ଛୁରୀ ଦେଖାଇ ଲୁଟ କରିଥିବା ବ୍ୟକ୍ତି ଜଣକ ଥାନାରେ ଅଭିଯୋଗ କରିଥିଲେ । ରବିନ୍ଦ୍ର ଘରକୁ ଫେରୁଥିବା ଦୁବୃର୍ତ୍ତ ମାନେ ତାଙ୍କଠାରୁ ଟଙ୍କା ଲୁଟ କରିଛନ୍ତି ।ଏନେଇ ପୋଲିସ ତଦନ୍ତ ଜାରି ରଖିଛି ।
BREAKING NEWS
- ଗୋପାଳପୁର ବେଳାଭୂମି ମହୋତ୍ସବକୁ ପର୍ଯ୍ୟଟନ କ୍ୟାଲେଣ୍ଡରରେ ସ୍ଥାନ ଦିଆଯାଉ: ସିଦ୍ଧାନ୍ତ ମହାପାତ୍ର
- Kotia: କୋଟିଆରେ ଆନ୍ଧ୍ରର ସର୍ଭେ ଟିମ୍; ଆକଟ କରିବାରୁ ପୋଲିସ ସହ ବଚସା
- ଦିନିକିଆ କ୍ରିକେଟରେ ଏହି ବ୍ୟାଟ୍ସମ୍ୟାନ ମାରି ପାରି ନାହାନ୍ତି ଛକା
- Agriculture Minister Review: ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ କୃଷି ବିକାଶ ଯୋଜନାର ସମୀକ୍ଷା; ଓଡ଼ିଶାର ପ୍ରଦର୍ଶନକୁ ନେଇ ସନ୍ତୋଷ…
- ସଫଳତା ଖୁସିର ଗ୍ୟାରେଣ୍ଟି ଦିଏ ନାହିଁ; କାହିଁକି ଏଭଳି କହିଲେ ସଂଗୀତଜ୍ଞ ବିଶାଲ
- ରଣଜୀ ଟ୍ରଫି: ସ୍ୱସ୍ତିକ, ଗୋବିନ୍ଦଙ୍କ ଅର୍ଦ୍ଧଶତକ
- Witchcraft Suspicion: ଡାହାଣୀ ସନ୍ଦେହରେ ନିଜ ମାଆକୁ ହାଣି ଦେଲା ପୁଅ
- କଲେଜ ଛାତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ
- ଥଣ୍ଡାର ମୁକାବିଲା ପାଇଁ ମୋଜା ଭିତରେ ଲଙ୍କାଗୁଣ୍ଡ ରଖି ଖେଳିଲେ ଖେଳାଳି
- ୧୯.୮ ଲକ୍ଷ ହେରଫେର; ସେବା ସମବାୟ ସମିତିର ପୂର୍ବତନ ସେକ୍ରେଟାରୀ ଗିରଫ
Comments are closed.